ଗୁଗଲ୍‌ ନାଁରେ ୩୬ ରାଜ୍ୟରେ ମାମଲା

ଓ୍ବାଶିଂଟନ, ୯।୭:ଆଣ୍ଟିଟ୍ରଷ୍ଟ ଆଇନ ଉଲ୍ଲଂଘନ ଅଭିଯୋଗରେ ଗୁଗଲ୍‌ ବିରୋଧରେ ଆମେରିକାର ୩୬ ରାଜ୍ୟ ଏବଂ ଓ୍ବାଶିଂଟନ ଡିସି ପକ୍ଷରୁ ମାମଲା ଦାଏର ହୋଇଛି। ଏହି ସର୍ଚ୍ଚ ଇଞ୍ଜିନ୍‌ ଆଇନ ଉଲ୍ଲଂଘନ କରି ଏହାର ଆଣ୍ଡ୍ରଏଡ୍‌ ଆପ୍‌ ଷ୍ଟୋର୍‌କୁ ନିୟନ୍ତ୍ରଣ କରୁଥିବା ଅଭିଯୋଗ ହେଉଛି। ଗୁଗଲ୍‌ ବହୁବର୍ଷ ଧରି ଇଣ୍ଟରନେଟ୍‌ର ଗେଟ୍‌କିପର ଭାବେ କାର୍ଯ୍ୟ କରିଆସୁଥିଲା। କିନ୍ତୁ ଏବେ ଏହି ସର୍ଚ୍ଚ ଇଞ୍ଜିନ ଡିଜିଟାଲ ଡିଭାଇସ୍‌ ଗୁଡ଼ିକର ଗେଟ୍‌କିପର ପାଲଟିଛି। ଫଳରେ ଆମେ ବ୍ୟବହାର କରୁଥିବା ସଫ୍ଟଓ୍ବେରଗୁଡ଼ିକ ପାଇଁ ଅଧିକ ପୈଠ କରିବାକୁ ପଡ଼ୁଛି ବୋଲି ନ୍ୟୁୟର୍କ ଆଟର୍ନି ଜେନେରାଲ ଜେମ୍ସ ଅଭିଯୋଗ କରିଛନ୍ତି। ଜେମ୍ସ ଓ ଅନ୍ୟ ରାଜ୍ୟଗୁଡ଼ିକର ଆଟର୍ନି ଜେନେରାଲମାନଙ୍କ କହିବା ଅନୁଯାୟୀ ଗୁଗଲ୍‌ ପ୍ଲେ ଷ୍ଟୋର ମାଧ୍ୟମରେ ଆପ୍‌ କିଣିବା ବେଳେ ଏହା ମଧ୍ୟସ୍ଥ ଭୂମିକା ନେଉଛି ଏବଂ ବ୍ୟବହାରକାରୀମାନଙ୍କଠାରୁ ୩୦ ପ୍ରତିଶତ ପର୍ଯ୍ୟନ୍ତ କମିଶନ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଙ୍ଗଲରେ ୫ ଟଙ୍କାରେ ମିଳିବ ମାଛ-ଭାତ; ଜାଣନ୍ତୁ ଦେଶର କେଉଁ ରାଜ୍ୟରେ ମିଳେ ସବୁଠୁ ଶସ୍ତା ସରକାରୀ ଥାଳି?

କୋଲକାତା,୨୭।୫: ପଶ୍ଚିମବଙ୍ଗ ସରକାର ସାଧାରଣ ଏବଂ ଗରିବ ଲୋକଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ସରକାରୀ ସହାୟତା ପ୍ରାପ୍ତ ସ୍ୱତନ୍ତ୍ର କ୍ୟାଣ୍ଟିନଗୁ ବର୍ତ୍ତମାନ ମାତ୍ର…

ଭାରସାମ୍ୟ ହରାଇ ଗଛରେ ପିଟିଲା ଉପଜିଲାପାଳଙ୍କ ଗାଡ଼ି, ଯୋରଦାର ଝଟକାରେ ମଝିରୁ ଭାଙ୍ଗିଲା ଗଛ

ବାଙ୍କୀ,୨୭।୬( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ଭଗିପୁର ଅଞ୍ଚଳରେ ବାଙ୍କୀ ଉପଜିଲାପାଳଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଉପଜିଲାପାଳଙ୍କ ଗାଡ଼ି ହଠାତ୍‌ ଭାରସାମ୍ୟ…

ଏଟିଏମରୁ ଉଠାଇପାରିଲେନି ୪୦୦ଟଙ୍କା, SBI କୁ ଦେବାକୁ ପଡିଲା ୫୮,୭୦୦ ଟଙ୍କାର ଜରିମାନା, ଘଟଣା ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୭।୫: ମାତ୍ର ୪୦୦ ଟଙ୍କାର ଏକ ବିବାଦ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ପାଇଁ ବଡ଼ ଅସୁବିଧା ସୃଷ୍ଟି କରିଛି। ଗ୍ରାହକଙ୍କ ଅଭିଯୋଗକୁ ବର୍ଷ ବର୍ଷ…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭ା୫(ରବିନାରାୟଣ ଜେନା) ରାଜ୍ୟରେ କେଉଁ ବିଧାୟକଙ୍କ ପ୍ରଦର୍ଶନ ସର୍ବୋତ୍ତମ ତାହାକୁ ଓଡ଼ିଶା ବିଧାନସଭା ଖୁବ୍‌ଶୀଘ୍ର ଲୋକଲୋଚନକୁ ଆଣିବ। ଦୀର୍ଘ ୧୦ ବର୍ଷ ଧରି ବନ୍ଦ ରହିଥିବା ଏହି…

ଭାରତରେ କରୋନାଠାରୁ ବିପଜ୍ଜନକ ‘ଇବୋଲା’ ଭାଇରସର ଏଣ୍ଟ୍ରି! ଆଫ୍ରିକାରୁ ଫେରିଥିବା ୨୮ ବର୍ଷୀୟ ମହିଳା ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୭।୫: ଆଫ୍ରିକାରେ ବ୍ୟାପିବା ପରେ ଏବେ ଭାରତରେ ଇବୋଲା ଭାଇରସ ମାମଲା ଦେଖାଯାଇଛି। ଉଗାଣ୍ଡାରୁ ଫେରିଥିବା ଜଣେ ମହିଳାଙ୍କଠାରେ ଇବୋଲା ଭାଇରସ ଲକ୍ଷଣ। ଏନେଇ କେନ୍ଦ୍ର…

OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ

ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର…

ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ

ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ ଓ ସରକାରଙ୍କ ଗୃହ ବିଭାଗ ଦ୍ୱାରା OUSSSCକୁ ଚିଠି ଲେଖାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri