ଗୁଗଲର ନିଆରା ଡୁଡଲ: ମାସ୍କ ଲଗାଇ ଦେଲା ସଚେତନତା ବାର୍ତ୍ତା

ନୂଆଦିଲ୍ଲୀ,୬।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ଏହାର ନୂଆ ଷ୍ଟ୍ରେନ୍‌ ଏବେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଭାରତରେ କରୋନା ଭାକ୍ସିନ୍‌ ଆସିଯାଇଥିଲେ ମଧ୍ୟ ଏହାକୁ କାବୁ କରିହେଉନାହିଁ। ଫଳରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିପାଇଁ ଗୁଗଲ ମାସ୍କ ପିନ୍ଧ ଓ ଜୀବନ ବଞ୍ଚାଓର ଏକ ସଚେତନତା ବାର୍ତ୍ତା ଡୁଡଲ ମାଧ୍ୟମରେ ଦେଇଛି। ମଙ୍ଗଳବାର ଗୁଗଲ ଏକ ନିଆରା ଡୁଡଲ ରି-ଲଞ୍ଚ କରିଛି। ଏଥିରେ ସମସ୍ତ ଅକ୍ଷର(ଆଲଫାବେଟ୍‌) ମାସ୍କ ପିନ୍ଧିଥିବା ଦେଖିବାକୁ ମିଳିଛି। ଏହି ଡୁଡଲ ମାଧ୍ୟମରେ ଲୋକଙ୍କୁ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ଏକ ସଚେତନତା ବାର୍ତ୍ତା ଦିଆଯାଇଛି। ଏହି ଡୁଡଲକୁ ଗୁଗଲ ଗତ ବର୍ଷ ଅଗଷ୍ଟରେ ଜାରି କରିଥିଲା। ତେବେ ପୁଣିଥରେ ଚଳିତ ବର୍ଷ ଏପ୍ରିଲ ୬ରେ ଏହାକୁ ଅପଡେଟ୍‌ କରାଯାଇଛି। ବର୍ଦ୍ଧିତ କରୋନା ମାମଲାକୁ ଦେଖି ଗୁଗଲ ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୭୦ ବର୍ଷୀୟ ବୃଦ୍ଧ ପିତାଙ୍କୁ ରାସ୍ତାରେ ଟାଣି ଟାଣି ନେଲେ ଦୁଇପୁଅ, ଭିଡିଓ ଭାଇରାଲ

ଗ୍ରେଟର ନୋଏଡା,୨୪।୯: ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଦୁଇ ପୁଅ ୭୦ ବର୍ଷୀୟ ବୃଦ୍ଧ ପିତାଙ୍କୁ ରାସ୍ତାରେ ଟାଣି...

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭାଜପା ପାଖରେ ରହିଛି ଆବଶ୍ୟକ ଭୋଟ…

ନୂଆଦିଲ୍ଲୀ, ୩।୭ : ରାଷ୍ଟ୍ରପତି ନିର୍ବାଚନରେ ଭାରତୀୟ ଜନତା ପାର୍ଟି ସହଯୋଗୀ ତଥା ବନ୍ଧୁ ଦଳର ସମର୍ଥନ ଆବଶ୍ୟକ କରୁଛି। ତେବେ ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀଙ୍କୁ...

କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଲେ ଅଶ୍ୱିନୀ ବୈଷ୍ଣବ, ମିଳିପାରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀପଦ

ନୂଆଦିଲ୍ଲୀ,୭।୭: ରାଷ୍ଟ୍ରପତି ଭବନରେ ଶପଥ ନେଉଛନ୍ତି ନୂଆ ମନ୍ତ୍ରୀଗଣ। ଏହି ଅବସରରେ ଓଡ଼ିଶାର ଅଶ୍ୱିନୀ ବୈଷ୍ଣବ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ...

ଫୁସ୍‌ଫୁସ୍‌ରୁ ବାହାରିଲା ଦାନ୍ତ

ମୁମ୍ବାଇ, ୧୨ା୪: ମୁମ୍ବାଇର ଏକ ହସ୍ପିଟାଲରେ ଡାକ୍ତର ଅସ୍ତ୍ରୋପଚାର କରି ଜଣେ ୬ ବର୍ଷୀୟ ବାଳକଙ୍କ ଫୁସ୍‌ଫୁସ୍‌ରୁ ଦାନ୍ତ ବାହାର କରିଛନ୍ତି। ବାଳକ ଜଣକ ଭୁଲ୍‌ରେ...

ଗିରଫ ନେତାଙ୍କୁ ଗୃହବନ୍ଦୀ ନିର୍ଦ୍ଦେଶ

କୋଲକାତା, ୨୨।୫: ନାରଦ ଷ୍ଟିଙ୍ଗ ଅପରେଶନ ମାମଲାରେ ଗିରଫ ହୋଇଥିବା ପଶ୍ଚିମବଙ୍ଗ କ୍ୟାବିନେଟର ଦୁଇ ମନ୍ତ୍ରୀ ଫିର୍‌ହାଦ ହକିମ ଏବଂ ସୁବ୍ରତ ମୁଖାର୍ଜୀଙ୍କ ସମେତ ଦୁଇ...

ଭାଜପା ପାଇଁ ପ୍ରଚାର କଲେ ରେସ୍‌ଲର ଖଲି

କୋଲକାତା,୨୬।୪: ଚଳିତ ଲୋକ ସଭା ନିର୍ବାଚନରେ କେତେଜଣ ବଲିଉଡ୍‌ ସେଲିବ୍ରିଟି, ସ୍ପୋର୍ଟସ୍‌ ପର୍ସନ୍‌ ରାଜନୀତି ମଇଦାନକୁ ଆସିଥିବା ଦେଖାଯାଇଛି। ଏହି କ୍ରମରେ ରେସଲର ଦଲିପ ସିଂ...

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ମାନେକା-ବରୁଣ ବାହାର…

ନୂଆଦିଲ୍ଲୀ,୭।୧୦: ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀଙ୍କୁ ବାହାର କରାଯାଇଛି। ବରୁଣ ଲଗାତାର ସରକାରଙ୍କର ବିଭିନ୍ନ ନୀତିର ସମାଲୋଚନା ଜାରି ରଖିଥିଲେ।...

ଟୁଇଟର ବାୟୋରୁ ଦଳର ନାମ ହଟାଇଲେ ହାର୍ଦ୍ଦିକ

ଗାନ୍ଧୀନଗର,୨।୫: ଗୁଜୁରାଟରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଧରଣର ଝଟ୍‌କା ଲାଗିପାରେ। କଂଗ୍ରେସର କାର୍ଯ୍ୟକାରୀ ଅଧ୍ୟକ୍ଷ ହାର୍ଦ୍ଦିକ ପଟେଲଙ୍କ ଦଳ ଛାଡିବା ନେଇ...

Advertisement
Archives

Model This Week