ଗୁଗଲ ମ୍ୟାପରେ ଆସୁନି ଇସ୍ରାଏଲ-ଗାଜାର ଲାଇଭ ଟ୍ରାଫିକ

ଗାଜା,୨୬।୧୦: ଗାଜାକୁ ବିଭିନ୍ନ କୋଣରୁ ଘେରିବା ସହ ଅଞ୍ଚଳକୁ ନାକାବନ୍ଦୀ କରିବା ପରେ ଇସ୍ରାଏଲ ସେନା ବର୍ତ୍ତମାନ ଗାଜା ଉପରେ ଆକ୍ରମଣ କରିବାକୁ ପ୍ରସ୍ତୁତ ଅଛନ୍ତି। ଏଥିପାଇଁ ସେମାନଙ୍କୁ ଖୁବ୍‌ଶୀଘ୍ର ଗ୍ରୀନ ଫ୍ଲାଗ୍‌ ମିଳିପାରେ। ଏହାରି ଭିତରେ ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ସାମ୍ନାକୁ ଆସିଛି। ଆମେରିକାର ବହୁରାଷ୍ଟ୍ରୀୟ କମ୍ପାନୀ ଗୁଗୁଲ ମ୍ୟାପ ଇସ୍ରାଏଲ-ଗାଜାରେ ଲାଇଭ ଟ୍ରାଫିକ ସ୍ଥିତିକୁ ଆପରୁ ଅଦୃଶ୍ୟ କରିଦେଇଛି। ଫଳସ୍ବରୂପ, ଗୁଗୁଲସ୍‌ ମ୍ୟ୍‌ାପରେ ଇସ୍ରାଏଲ-ଗାଜାରେ ଚାଲୁଥିବା ୱାଇଜ ଆପ୍ସରେ ଲାଇଭ ଟ୍ରାଫିକ ସ୍ଥିତି ଦେଖିବା ପାଇଁ କୌଣସି ସୁବିଧା ରହିବ ନାହିଁ। କୂଟନୈତିକ ସ୍ତରରେ ଏପରିି ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି। କେବଳ ଗୁଗୁଲ ମ୍ୟାପ ନୁହେଁ, ଆପଲ ପରି ବଡ ବଡ କମ୍ପାନୀ ଏପରି ଟେକ୍ନିକାଲ ଚେଞ୍ଜସ କରିଛନ୍ତି।

ଆମେରିକାର କୂଟନୀତିଜ୍ଞମାନେ ଏପରି ନିଷ୍ପତ୍ତି ନେଇଥିବା କୁହାଯାଉଛି। କିନ୍ତୁ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଇସ୍ରାଏଲ ସେନାର ନିର୍ଦ୍ଦେଶରେ ଏହି କମ୍ପାନୀଗୁଡିକ ଏପରି ନିଷ୍ପତ୍ତି ନେଇଛନ୍ତି। ଆପ୍‌ରେ ଲାଇଭ ଟ୍ରାଫିକ ସୂଚନା ରହିଲେ ଏହା ସିଧାସଳଖ କିମ୍ବା ପରୋକ୍ଷ ଭାବରେ ହମାସ ପାଖକୁ ସୂଚନା ପହଞ୍ଚିପାରେ ବୋଲି ଇସ୍ରାଏଲ ସେନା ଆଶଙ୍କା କରୁଛି। ଏହା ପ୍ରଥମ ଥର ନୁହେଁ ଏହାପୂର୍ବରୁ, ୟୁକ୍ରେନ ଉପରେ ଋଷିଆର ଆକ୍ରମଣ ସମୟରେ ୟୁକ୍ରେନର ଲାଇଭ ଟ୍ରାଫିକକୁ ଆପରୁ ହଟାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri