Posted inଫୁରସତ

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ମନେ ପକାଇଲା ଡୁଡ୍‌ଲ

ଗୁଗଲ ମଙ୍ଗଳବାର ଦିନ ପ୍ରସିଦ୍ଧ ଭାରତୀୟ ଅଭିନେତ୍ରୀ ଜୋହରା ସେହଗାଲଙ୍କୁ ସ୍ମରଣ କରି ଏକ ଡୁଡ୍‌ଲ କରିଛି। ସେହଗାଲ ଦେଶର ପ୍ରଥମ କଳାକାରମାନଙ୍କ ମଧ୍ୟରୁ ଜଣେ ଯିଏକି ଆନ୍ତର୍ଜାତୀୟ ସ୍ତରରେ ଖ୍ୟାତି ଅର୍ଜନ କରିଥିଲେ। ତାଙ୍କୁ ୧୯୮୮ରେ ପଦ୍ମଶ୍ରୀ, ୨୦୦୧ରେ କାଲିଦାସ ପୁରସ୍କାର ଏବଂ ୨୦୧୦ରେ ପଦ୍ମଭୂଷଣ ପୁରସ୍କାର ପ୍ରଦାନ କରାଯାଇଥିଲା। ଗୁଗଲ ସାଧାରଣତଃ ପ୍ରତ୍ୟେକ ଦିନ ମହାନ ବ୍ୟକ୍ତିଙ୍କୁ ମନେ ପକାଇ ଡୁଡଲ ପ୍ରସ୍ତୁତ କରେ।
ଜୋହରା ସେହଗାଲ ୧୯୧୨, ଏପ୍ରିଲ ୨୭ରେ ଜନ୍ମଗ୍ରହଣ କରିଥିଲେ। ସେ ହେଉଛନ୍ତି ଏକମାତ୍ର ଅଭିନେତ୍ରୀ ଯିଏକି ବିଗତ ଶତାବ୍ଦୀର କିମ୍ବଦନ୍ତୀ ପ୍ରୀତିରାଜ କପୁର, ଅମିତାଭ ବଚ୍ଚନଙ୍କଠାରୁ ଆରମ୍ଭ କରି ନୂତନ ଯୁଗର ଅଭିନେତା ରଣବୀର କପୁରଙ୍କ ସହ ଅଭିନୟ କରି ନିଜର ଏକ ପରିଚୟ ସୃଷ୍ଟି କରିଥିଲେ। କେବଳ ଭାରତରେ ନୁହେଁ, ବିଦେଶରେ ମଧ୍ୟ ସେ ବେଶ୍‌ ଲୋକପ୍ରିୟତା ଅର୍ଜନ କରିଥିଲେ। ୨୦୧୪, ଜୁଲାଇ ୧୦ ରେ ନୂଆଦିଲ୍ଲୀରେ ସେହଗାଲଙ୍କ ଦେହାନ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Ali Khamenei Dead: ଖାମେନେଇଙ୍କ ପରେ କିଏ? ରକ୍ତମୁଖା ହେଲା ଇରାନ

ତେହରାନ୍‌,୧।୩: ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇ ଇସ୍ରାଏଲୀ ଏବଂ ଆମେରିକୀୟ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଘଟଣା ନିଶ୍ଚିତ ହୋଇଛି ଏବଂ ଇରାନରେ ଏକ ଜାତୀୟ…

ଧର୍ମାନ୍ତରୀକରଣ ଓ ଲଭ୍ ଜିହାଦ

ଆକାର ପଟେଲ ଆମ ଗଣମାଧ୍ଯମ ଏବଂ ହ୍ଵାଟ୍ସଆପ୍ ଗ୍ରୁପଗୁଡ଼ିକରେ ଆମେ ଯେଉଁ ସବୁ ବିଷୟରେ ଆଲୋଚନା ବା ପ୍ରଚାର କରୁଛୁ, ତାହା ମଧ୍ୟରୁ ଗୋଟିଏ। ହେଉ ହେଉଛି…

ମାର୍ଚ୍ଚରୁ ମେ’ ପ୍ରବଳ ଗରମ

ଭୁବନେଶ୍ୱର,୧।୩(ବନ୍ଦନା ସେଠୀ): ମାର୍ଚ୍ଚ ଆରମ୍ଭ ନ ହେଉଣୁ ରାଜ୍ୟରେ ତାପମାତ୍ରା ୩୬ ଡିଗ୍ରୀ ଟପିଛି। ଆଗକୁ ପ୍ରବଳ ଖରାତାତି ଓ ଗରମରେ ଶିଝିବ ସାରା ଓଡ଼ିଶା। ବିଶେଷକରି…

LPG Price Hike: ହୋଲି ପୂର୍ବରୁ ବଡ଼ ଝଟକା! ଆଜିଠୁ ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର, ନୂଆ ମୂଲ୍ୟ…

ନୂଆଦିଲ୍ଲୀ, ୧।୩: ସାଧାରଣ ଲୋକଙ୍କ ପାଇଁ ବଡ଼ ଝଟକା। ହୋଲି ପୂର୍ବରୁ ୧ ମାର୍ଚ୍ଚରେ ୨୦୨୬ରେ ଏଲପିଜି ଦର ଅପଡେଟ୍ କରାଯାଇଛି। ହୋଲି ପୂର୍ବରୁ ମଧ୍ୟ ଗ୍ରାହକମାନେ…

ଖାମନେଇଙ୍କ ହତ୍ୟାକୁ ନେଇ ଟ୍ରମ୍ପ କଲେ ବଡ଼ ଘୋଷଣା, ବିଶ୍ୱରେ ଚହଳ

ତେହରାନ,୧।୩: ଇସ୍ରାଏଲ ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇଙ୍କ ମୃତ୍ୟୁ ଦାବି କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ନିଜେ ଖାମନେଇଙ୍କ ମୃତ୍ୟୁ ଦାବି କରିଛନ୍ତି। ଆମେରିକାର…

ହତ୍ୟା ଦାବି ମଧ୍ୟରେ ଖାମନେଇଙ୍କ ପୋଷ୍ଟ, ଖଣ୍ଡା ନେଇ…

ତେହରାନ,୧।୩: ଆୟାତୋଲ୍ଲା ଅଲି ଖାମନେଇଙ୍କ ହତ୍ୟା ଦାବି ମଧ୍ୟରେ, ଇରାନର ସର୍ୱୋଚ୍ଚ ନେତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଏକ ପୋଷ୍ଟ କରାଯାଇଛି। ପୋଷ୍ଟରେ ପୟଗମ୍ୱର ଅଲିଙ୍କୁ ଉଦ୍ଧୃତ…

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri