ଗୁଗଲରେ ଟ୍ରାନ୍ସଲେଟ କରୁଥିବା ଲୋକଙ୍କୁ ବଡ ଝଟ୍‌କା, ବନ୍ଦ ହେଲା ସର୍ଭିସ!

ବେଜିଂ,୪ ।୧୦: ବିଶ୍ୱର ସବୁଠାରୁ ବଡ ସର୍ଚ୍ଚ ଇଞ୍ଜିନ ଗୁଗଲ ତା’ର ଟ୍ରାନ୍ସଲେଶନ ସର୍ଭିସକୁ ବନ୍ଦ କରି ଦେଇଛି । ତେବେ ଏହା ମେନଲାଣ୍ଡ ଚାଇନାରେ କରାଯାଇଛି ବୋଲି ସୂଚନା ମିଳିଛି । ଫଳରେ ଚାଇନାକୁ ବଡ ଝଟ୍‌କା ଲାଗିଛି । ଏହା ପୂର୍ବରୁ ଗୁଗଲ ତା’ର ପ୍ରଡକ୍ଟସର ମ୍ୟାନୁଫ୍ରାକ୍‌ଚରିଂ ଚାଇନାରୁ ଅଲଗା ଦେଶକୁ ସିଫ୍ଟ କରିଥିଲା । ଏହାପରେ ଏବେ ଗୁଗଲ ଟ୍ରାନ୍ସଲେଟ ସର୍ଭିସକୁ ବନ୍ଦକରି ଦେଇଛି । ସୂଚନାଯୋଗ୍ୟ, ଚାଇନା ଅଧିକାଂଶ ଦେଶର ସୋସିଆଲ ମିଡିଆ କମ୍ପାନୀ ଦ୍ୱାରା ଉପଲବ୍ଧ କରାଯାଉଥିବା ଅଧିକାଂଶ ସେବା ଉପରେ ପ୍ରତିବନ୍ଧକ ଲଗାଇ ରଖିଛି । ଗୁଗଲ ଟ୍ରାନ୍ସଲେଟ ଚାଇନାରେ ଗୁଗଲ ଦ୍ୱାରା ଉପଲବ୍ଧ କରାଯାଉଥିବା ଗୁରୁତ୍ୱପୂର୍ଣ୍ଣ ସେବା ମଧ୍ୟରୁ ଗୋଟିଏ ଥିଲା ଯାହାକୁ ଏବେ ବନ୍ଦ କରି ଦିଆଯାଇଛି ।
ମିଳିଥିବା ସୂଚନା ଅନୁଯାୟୀ, ଚାଇନା ଆମେରିକା ଟେକ କମ୍ପାନୀ ଟ୍ରାନ୍ସଲେଟ ସର୍ଭିସର କମ ବ୍ୟବହାର ଯୋଗୁ ବନ୍ଦ କରି ଦେଇଛି । ଚାଇନାରେ ଟ୍ରାନ୍ସଲେସନ ୱେବସାଇଟ ଖୋଲିବାକୁ ନେଇ ଏବେ ଏକ ସାମାନ୍ୟ ‘ସର୍ଚ ବାର’ ଓ ‘ଲିଙ୍କ’ ନଜର ଆସିଛି । ଏହାକୁ କ୍ଲିକ କରିବା ପରେ ଏହା ହଂଗକଂଗରେ ଉପଲବ୍ଧ କମ୍ପାନୀର ୱେବପେଜକୁ ନେଇ ଯାଉଛି ଏହି ୱେବ ପେଜ ଚାଇନା ସହ ପ୍ରତିବନ୍ଧିତ ରହିଛି ।
ଚାଇନାର ଅନେକ ଉପଭୋକ୍ତା ନିଜ ସୋସିଆଲ ମିଡିଆ ପୋଷ୍ଟରେ ଶନିବାର ‘ଗୁଗଲ ଟ୍ରାନ୍ସଲେଟ’ ସେବା ବ୍ୟବହାର ନ କରିପାରିବାର ସୂଚନା ଦେଇଛନ୍ତି । ସେମାନେ କହିଛନ୍ତି ଗୁଗଲର କ୍ରୋମ ବ୍ରାଉଜରରେ ଉପଲବ୍ଧ ଅନୁବାଦ ଫିଚର ବି ଏବେ ଚାଇନାରେ କାମ କରୁନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?