ବିଜ୍ଞାପନ ବିଭାଗକୁ ପୁନର୍ଗଠନ କରିବ ଗୁଗଲ୍, ଚାକିରି ହରାଇବା ଭୟରେ ୧୨ ହଜାର କର୍ମଚାରୀ

ନୂଆଦିଲ୍ଲୀ, ୨୩।୧୨ : ଆମେରିକୀୟ ଟେକ୍ ଜାଏଣ୍ଟ ଗୁଗଲ୍ ଏହାର ସେଲସ ୟୁନିଟକୁ ପୁନର୍ଗଠନ କରିବାକୁ ଯୋଜନା କରୁଛି। କମ୍ପାନୀର ଏହି ନିଷ୍ପତ୍ତି ପରେ ଅନେକ କର୍ମଚାରୀଙ୍କ ମନରେ ଛଟେଇ ଭୟ ସୃଷ୍ଟି ହୋଇଛି, ଯେତେବେଳେ ପୂର୍ବରୁ କମ୍ପାନୀ ୧୨ ହଜାର କର୍ମଚାରୀଙ୍କୁ ଛଟେଇ କରି ସାରିଛି। ତେବେ ସୁନ୍ଦର ପିଚାଇଙ୍କ ନେତୃତ୍ୱର ଚାଲିଥିବା ଏହି କମ୍ପାନୀ ୨୦୨୩ରେ ଏପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଛଟେଇ କରି ନାହିଁ।

ରିପୋର୍ଟ ଅନୁଯାୟୀ ଗୁଗଲ୍ର ଆମେରିକା ଏବଂ ଗ୍ଲୋବାଲ ମ୍ୟାନେଜର ଥିବା ସିନ ଡାଉନି କହିଛନ୍ତି, ଗତ ସପ୍ତାହରେ ବସିଥିବା ବୈଠକରେ ସେଲସ ଟିମର ପୁନର୍ଗଠନ ନେଇ ଆଲୋଚନା ହୋଇଛି। ତେବେ ଏଥିପାଇଁ କମ୍ପାନୀ ଆଉ ଏକ ଛଟେଇ କରିବ କି ନାହିଁ ସେ କୌଣସି ସୂଚନା ଦେଇ ନାହାନ୍ତି। ଆଲୋଚନାରେ ଥିବା ବିଭାଗରେ ବର୍ତ୍ତମାନ ପ୍ରାୟ ୩୦ ହଜାର କର୍ମଚାରୀ କାର୍ଯ୍ୟ କରୁଛନ୍ତି।

ଗୁଗଲ୍ଏହି ପଦକ୍ଷେପ ଏପରି ସମୟରେ ଆସିଛି ଯେତେବେଳେ ଏହା କୃତ୍ରିମ ବୁଦ୍ଧିମତା (ଏଆଇ) ରେ ବିନିଯୋଗ ଜାରି ରଖିଛି- ଏବଂ ମେସିନ୍ ଲର୍ନିଂ-ବିଜ୍ଞାପନ ବିକ୍ରୟକୁ ସୁଗମ କରିବା ପାଇଁ କମ୍ପାନୀ ଏଆଇର ବ୍ୟବହାର ଉପରେ ଗୁରୁତ୍ୱ ଦେଉଛି। ଯାହା ଫଳରେ କମ୍ପାନୀ ମାନବଙ୍କ ଯୋଗଦାନକୁ ହ୍ରାସ କରିବ ଏବଂ ବଡ଼ ଛଟେଇ କରିବା ଆଶଙ୍କା ସୃଷ୍ଟି ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?