ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତଙ୍କ ନିର୍ଦ୍ଦେଶକ୍ରମେ ଏନସିସି ସିଟିଓ ଅର୍ପଣ ପ୍ରଧାନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

ବ୍ରହ୍ମପୁରସ୍ଥିତ ଏନସିସି ଓଡ଼ିଶା ବାଟାଲିୟନ-୨ର ନାଏବ ସୁବେଦାର ଗଜେନ୍ଦ୍ର ଗୁରୁଙ୍ଗ ଓ ସିଏଚଏମ ଜଗଦୀଶ ସିଂ ଶିବିରରେ ଯୋଗଦେଇ ବିଭିନ୍ନ ପର୍ଯ୍ୟାୟରେ ଛାତ୍ରୀଛାତ୍ରଙ୍କ ଚୟନ କରିଥିଲେ। ଏହି ଶିବିରରେ ଶତାଧିକ
ଛାତ୍ରୀଛାତ୍ର ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ।

ସୂଚନାଯୋଗ୍ୟ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଗର୍ବ ଓ ଗୌରବ ଭାବେ ଏନସିସିି ଆର୍ମି ଓ ନାଭାଲ ୟୁନିଟ୍‌ଣଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ପ୍ରତିବର୍ଷ ଏହି ୟୁନିଟରୁ ଅନେକ ଛାତ୍ରୀଛାତ୍ର ଏନସିସ ତାଲିମ ଓ ଅଭିଜ୍ଞତା ମାଧ୍ୟମରେ ନିଯୁକ୍ତିର ସୁଯୋଗ ପାଇଆସୁଛନ୍ତି। ଏହା ଫଳରେ ଏନସିସି କ୍ୟାଡେଟ ଭାବେ ନାମ ଲେଖାଇବା ପାଇଁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆଗ୍ରହ ବୃଦ୍ଧି ପାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଭାଗ୍ୟରେ ଲାଗିବ ଚାରିଚାନ୍ଦ! ୭ ସେପ୍ଟେମ୍ବରରୁ ୪ ରାଶିଙ୍କୁ ଅପାର ଧନଲାଭ ସହ ନୂଆ ଚାକିରି ସୁଯୋଗ

ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ରମା ଓ ଗୁରୁଙ୍କ ଯୁତିରୁ ଗଠିତ ହେଉଥିବା ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଯେଉଁ ବ୍ୟକ୍ତିଙ୍କ ଜନ୍ମକୁଣ୍ଡଳୀରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri