ଗୁଗଲର ଆର୍ଥିକ ସହାୟତା, ଶିକ୍ଷାର୍ଥୀଙ୍କୁ ୭୫ ହଜାର ଟଙ୍କାର ଛାତ୍ରବୃତ୍ତି…

ଓ୍ବାଶିଂଟନ,୩।୧୨ : ଗ୍ରାଜୁଏଶନରେ ଅଧ୍ୟୟନ କରୁଥିବା ଶିକ୍ଷାର୍ଥୀଙ୍କ ପାଇଁ ଖୁସି ଖବର ଆସିଛି। ଗୁଗଲ ସେମାନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ଯାଉଛି। ଗୁଗୁଲ ନିର୍ଦ୍ଦିଷ୍ଟ ସର୍ତ୍ତରେ ଶିକ୍ଷାର୍ଥୀମାନଙ୍କୁ ପ୍ରାୟ ୭୫ ହଜାର ଟଙ୍କାର ଛାତ୍ରବୃତ୍ତି ପ୍ରଦାନ କରିବ। ଛାତ୍ରବୃତ୍ତି ପାଇଁ ଆବେଦନ କରିବାର ଶେଷ ତାରିଖ ୧୦ ଡିସେମ୍ବର ୨୦୨୨ ରହିଛି।

ଗୁଗଲ ଅଧୀନରେ ଛାତ୍ରବୃତ୍ତି ପାଇବାକୁ, କେବଳ ଏହିପରି ଛାତ୍ରୀମାନେ ଆବେଦନ କରିପାରିବେ, ଯେଉଁମାନେ କମ୍ପ୍ୟୁଟର ବିଜ୍ଞାନରେ ସ୍ନାତକ ହାସଲ କରିଛନ୍ତି, ଏହା ବ୍ୟତୀତ, ସେମାନଙ୍କର ପଞ୍ଜୀକରଣ କୌଣସି ସ୍ବୀକୃତିପ୍ରାପ୍ତ କଲେଜରେ ଗ୍ରାଜୁଏଶନରେ ଡିଗ୍ରୀ ପାଇଁ ନିୟମିତ ଭାବେ ହୋଇଥିବା ଆବଶ୍ୟକ। ସେମାନେ ଏସିଆ ପ୍ରଶାନ୍ତ ଦେଶର ଏକ ସ୍ବୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଜରୁରୀ।

ଗୁଗଲ ସ୍କଲାରଶିପ ୨୦୨୨ ପାଇଁ ଆବେଦନ କରିବାକୁ ଚାହୁଁଛନ୍ତି ତେବେ ଗୁଗଲ ସ୍କଲାରଶିପ ୱେବସାଇଟ ପରିଦର୍ଶନ କରି ସେଠାରେ ମୂଳପୃଷ୍ଠାରେ ଛାତ୍ରବୃତ୍ତି ବିକଳ୍ପ ଉପରେ କ୍ଲିକ କରିବାକୁ ପଡିବ। ସେଠାରେ ଜେନେରେଶନ ଗୁଗୁଲ ସ୍କଲାରଶରପ ଏସିଆ ପାସିଫିକ ଉପରେ କ୍ଲିକ କରିବାକୁ ପଡିବ।

ଏହା ପରେ, ସମସ୍ତ ବିବରଣୀ ପୂରଣ କରିବା ପରେ, ଫର୍ମ ଦାଖଲ କରିବାକୁ ପଡିବ । ଫର୍ମର ହାର୍ଡ କପି ବାହାର କରି ଏହାକୁ ପାଖରେ ରଖନ୍ତୁ । ମନେରଖନ୍ତୁ, ଦାଖଲ କରିବା ପୂର୍ବରୁ ସମସ୍ତ ଡକ୍ୟୁମେଣ୍ଟ ସଠିକ ଭାବରେ ଅପଲୋଡ କରିବାକୁ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri