ପାଗଳ ନୁହଁନ୍ତି ଗୋପାଳ

ଭୁବନେଶ୍ୱର,୬।୩ (ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋପାଳ ପାଗଳ ବୋଲି କୁହାଯାଉଥିଲା। ମାତ୍ର ଗୋପାଳ ପାଗଳ ନୁହନ୍ତି ବୋଲି ଏପରି ତଥ୍ୟ ରଖିଛନ୍ତି ଝାରସୁଗଡ଼ା ଅତିରିକ୍ତ ଜିଲା କୋର୍ଟ।  ଗୋପାଳଙ୍କୁ ୩ ସପ୍ତାହ ଧରି ନିଜ ହେପାଜତକ ନେବା ପାଇଁ କ୍ରାଇମବ୍ରାଞ୍ଚର ଏହି ଆବେଦନ ଖାରଜ କରି କୋର୍ଟ ରାୟରେ ଗୋପାଳ ପାଗଳ ନୁହନ୍ତି ବୋଲି ସ୍ପଷ୍ଟ କରିଛନ୍ତି।

କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଗଠନ ହୋଇଥିବା ୪ ଜଣିଆ ମେଡିକାଲ ବୋର୍ଡ ଅଭିଯୁକ୍ତ ଗୋପାଳଙ୍କ ବିଭିନ୍ନ ମେଡିକାଲ ଟେଷ୍ଟ କରିଥିଲେ। ମେଡିକାଲ ବୋର୍ଡ ଟେଷ୍ଟ ରିପୋର୍ଟ ଆଧାରରେ କୋର୍ଟ ଏହି ରାୟ ଦେଇଛନ୍ତି । ଟେଷ୍ଟ ରିପୋର୍ଟ ଅନୁସାରେ ଗୋପାଳ ପାଗଳ ନୁହେଁ ବୋଲି ସ୍ପଷ୍ଟ ଉଲ୍ଲେଖ କରାଯାଇଛି। ରିପୋର୍ଟ ଅନୁସାରେ, ପରିସ୍ଥିତି ଦେଖି ଗୋପାଳଙ୍କ ଆଚରଣ ଓ କଥାବାର୍ତ୍ତା ଠିକ ରହୁଛି। ସେ ଆଖିରେ ଆଖି ମିଶାଇ କଥା ହେଉଛନ୍ତି। ଆଚରଣରେ କିଛି ଅସ୍ବାଭାବିକତା ପରିଲକ୍ଷିତ ହେଉ ନାହିଁ। ତା’ଙ୍କ ସ୍ମୃତିଶକ୍ତି ଠିକ୍‌ ରହିଛିା। ବିଚାର କ୍ଷମତା ଓ ଚିନ୍ତନ ଶକ୍ତି ମଧ୍ୟ ଠିକ ଅଛି। ସେ ପୂରା ଫିଟ୍‌ ଥିବା କୋର୍ଟ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri