୨୪ରୁ ଗୋପାଳପୁର ବେଳାଭୂମି ମହୋତ୍ସବ

ଛତ୍ରପୁର,୨୩ା୧୨(ଡି.ଏନ୍‌.ଏ.): ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜ଼ିଲା ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ। ଦର୍ଶକ କିଭଳି ଶାନ୍ତି ଶୃଙ୍ଖଳାର ସହିତ ବିନା ଦ୍ବିଧାରେ ଗୋପାଳପୁର ଆସି ମନୋରଞ୍ଜନର ମଜା ନେବା ସହିତ ମିଶନ ଶକ୍ତି ମା’ମାନଙ୍କ ପ୍ରସ୍ତୁତ ସାମଗ୍ରୀ କିଣିବେ ସେନେଇ ଜିଲାପ୍ରଶାସନ ଦ୍ୱାରା ସମସ୍ତ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଟ୍ରାଫିକ ସମସ୍ୟା ସୁଧାର ଆଣିବା ସକାଶେ ଚଳିତ ବର୍ଷ ଅନୁଷ୍ଠିତ ବେଳାଭୂମି ମହୋତ୍ସବରେ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ବ୍ରହ୍ମପୁରରୁ ଦୁଇ ଚକିଆ ଯାନରେ ଆସୁଥିବା ଦର୍ଶକ ନାରାୟଣପୁର ଛକଠାରୁ ହରିପୁର ମଧ୍ୟଦେଇ ମହୋତ୍ସବ ସ୍ଥଳରେ କରାଯାଇଥିବା ଦୁଇ ଚକିଆ ପାର୍କିଂ ସ୍ଥଳରେ ନିଜ ବାଇକ୍‌ ରଖି ନିକଟରେ ଥିବା ବ୍ରିଜ ପାରହୋଇ ମହୋତ୍ସବ ସ୍ଥଳରେ ପହଞ୍ଚି ପାରିବେ। ବ୍ରହ୍ମପୁର ପଟୁ ଚାରିଚାକିଆ ଯାନରେ ଆସୁଥିବା ଦର୍ଶକ ନାରାୟଣପୁର ଛକଦେଇ ଗୋପାଳପୁର ବିଜ୍ଞାପିତ ଅଞ୍ଚଳର ଗୋପାଳପୁର ନୂତନ ବସଷ୍ଟାଣ୍ଡଠାରେ ଏବଂ ଷଣ୍ଢ ଛକ ନିକଟରେ ହୋଇଥିବା ପାର୍କିଂ ସ୍ଥାନରେ ନିଜ ଯାନ ରଖି ମହୋତ୍ସବ ସ୍ଥଳରେ ପହଞ୍ଚି ପାରିବେ। ଏପରି କି ଟ୍ରାଫିକ ନିମୟ ମାନି ଗାଡ଼ି ଚଳାଇବା ସହ ମହୋତ୍ସବର ମଜା ନେବାକୁ ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri