Posted inରାଜ୍ୟ

ଗିରଫ ହେଲେ ପ୍ରଦୀପ

ଭୁବନେଶ୍ୱର,୩ା୧୨- ବିଜେଡିରୁ ବହିଷ୍କୃତ  ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କଲା କ୍ରାଇମ ବ୍ରାଞ୍ଚ। ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧ ଭଳି ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଗୁରୁବାର ସନ୍ଧ୍ୟାବେଳେ ପ୍ରଦୀପଙ୍କୁ ତାଙ୍କ ବାସଭବନରୁ କ୍ରାଇମବ୍ରାଞ୍ଚ ଉଠାଇ ନେଇଥିଲା। ଏହା ପରେ ତାଙ୍କ ପତ୍ନୀ ସରକାରଙ୍କ ଉପରେ ଅଭିଯୋଗ ଆଣିଥିଲେ। ଏହାର କିଛି ସମୟ ପରେ ପ୍ରଦୀପଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛି କ୍ରାଇମବ୍ରାଞ୍ଚ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ଆରମ୍ଭ ପୂର୍ବରୁ ବ୍ରାଜିଲକୁ ବଡ଼ ଝଟ୍‌କା

ମୋରିସଟାଉନ୍‌,୮ା୬: ବିଶ୍ୱକପ୍‌ରେ ମରକ୍କୋ ବିପକ୍ଷ ପ୍ରଥମ ମ୍ୟାଚ୍‌ ଖେଳାଯିବାକୁ ଆଉ ଏକ ସପ୍ତାହରୁ କମ୍‌ ଦିନ ଥିବାବେଳେ ବ୍ରାଜିଲ ଆଘାତଜନିତ କାରଣରୁ ଦଳରେ ଜଣେ ଖେଳାଳି ପରିବର୍ତ୍ତନ…

ବିଲ ମଝିରୁ ମିଳିଲା ବିବାହିତ ଯୁବକଙ୍କ ମୃତଦେହ: ମୁତ୍ୟୁକୁ ନେଇ ବଢିଲା ସନ୍ଦେହ

ପାଟଣା,୮।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟଭା ସରୁଆ ଗାଁ ବିଲ ମଝିରୁ ସୋମବାର ଜଣେ ବିବାହିତ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତଦେହ…

କାଳବୈଶାଖୀ ତାଣ୍ଡବ: ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ରେ ସୋମବାର ଅପରାହ୍ନ ପ୍ରାୟ ୪ଟାରୁ ସାଢ଼େ ୫ ଟା ଯାଏ କାଳବୈଶାଖୀର ତାଣ୍ଡବ ପ୍ରଭାବରେ…

ରଜକ ସମାଜ ନୂତନ କର୍ମକର୍ତ୍ତା ଚୟନ: ରାଧାମୋହନ-କହ୍ନେଇଙ୍କୁ ବଡ଼ ଦାୟିତ୍ୱ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଯୋଗୀମାରୀ ଠାରେ ରଜକ ସମାଜ ଉପରଅଣଗିରୀ ମୁଠାର ବାର୍ଷିକ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ ସୋମବାର ଅନୁଷ୍ଠିତ ହୋଇଯାଇଛି।…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍‌ରୁ ମିଳିଲା ଏତେ ପରିମାଣର… ଦେଖିକି ଭିଜିଲାନ୍ସ ତାଜୁବ

ବାଲିଗୁଡା, ୮।୬:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ନିର୍ବାହୀ ଯନ୍ତ୍ରୀ ବେକୁଣ୍ଠ ନାଥ ବେହେରାଙ୍କ ପଞ୍ଚମ ଲକରକୁ ଓଡ଼ିଶା…

ଯାତ୍ରୀବାହୀ ବସ୍ ସହ ଟ୍ରେଲର ମୁହାଁମୁହିଁ ଧକ୍କା, ଅନେକ ଯାତ୍ରୀ ଗୁରୁତର

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ବାଉଁଶୁଳି–ଉଖୁଣ୍ଡା ରାସ୍ତାର ଭଅଁରପୁର ନିକଟରେ ସୋମବାର ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି। ‘ସାହୁ’ ନାମକ ଏକ…

ମମତାଙ୍କୁ ୪୨୦ ଭୋଲ୍ଟର ଝଟ୍‌କା: ୨୦ ଏମ୍‌ପି ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୬: ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ଦଳର ୨୦ ଜଣ ଏମ୍‌ପି ଏନଡିଏରେ ଯୋଗଦେବାକୁ ଇଚ୍ଛା ପ୍ରକାଶ କରି ଲୋକସଭା…

‘ଅଧିକ ଆଶା ରଖିବା ଭୁଲ’, ବୈଭବଙ୍କୁ ନେଇ କପିଲ ଦେବଙ୍କ ବଡ଼ ବୟାନ:, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ, ୮।୬: ଆଇପିଏଲ ୨୦୨୬ରେ ପ୍ରଭାବଶାଳୀ ପ୍ରଦର୍ଶନ ପାଇଁ ବୈଭବ ସୂର୍ଯ୍ୟବଂଶୀ ଭାରତୀୟ ଟି୨୦ ଦଳରେ ସ୍ଥାନ ପାଇଛନ୍ତି। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଆୟର୍ଲାଣ୍ଡ-ଇଂଲଣ୍ଡ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri