ଗୋପାଳପୁର ଏନ୍‌ଏସି ସମ୍ପୂର୍ଣ୍ଣ କରୋନା ମୁକ୍ତ: ସୂଚନା ଦେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୩୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଗୋପାଳପୁର ଏନ୍‌ଏସି ସମ୍ପୂର୍ଣ୍ଣ ରୂପେ କରୋନା ପଜିଟିଭ୍‌ ମୁକ୍ତ ହୋଇଛି। ଗତ ୧୫ରୁ ୨୯ ତାରିଖ ମଧ୍ୟରେ ଏଠାରୁ କେହି କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇନାହାନ୍ତି। ଏହି ଏନ୍‌ଏସି ରେଡ୍‌ରୁ ଗ୍ରୀନ ୱାର୍ଡରେ ପରିଣତ କରିବା ପାଇଁ ଥିବା ଗଞ୍ଜାମ ଜିଲା ପ୍ରଶାସନ ମିଶନ ସଫଳ ହୋଇଛି। ଲକ୍ଷଣ ଚି଼ହ୍ନଟ, ଆଇସୋଲେଶନ, କମ୍ୟୁନିଟି ସାମିଲ ହେବାର ଠିକ୍‌ ମନିଟରିଂ ପାଇଁ ଏହି ସଫଳତା ହାସଲ କରାଯାଇପାରିଛି ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଣ ଭିଡ଼ିବା ବେଳେ ଅଘଟଣ: ବିସ୍ଫୋରଣରେ ୬ ଗୁରୁତର

ବିଞ୍ଝାରପୁର, ୫।୧୦(ଡି.ଏନ.ଏ)- ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ପଶ୍ଚିମ ବାଛୋଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବେଆଇନ ବାଣ ଭିଡୁଥିବାବେଳେ ବିସ୍ଫୋରଣ ଘଟି ୬ଜଣ ଗୁରୁତର...

ପୃଥିବୀରେ କରୋନା ସଂକ୍ରମଣ କରି ଏବେ ଔଷଧ ପ୍ରସ୍ତୁତି କଞ୍ଚାମାଲକୁ ୫ ଗୁଣା ଅଧିକ ଦାମରେ ବିକୁଛି ଚାଇନା

ନୂଆଦିଲ୍ଲୀ/ବେଜିଂ,୧୯।୪: ସାରା ପୃଥିବୀରେ କରୋନା ସଂକ୍ରମଣ କରିବା ପରେ ଏବେ ଚାଇନା ନିଜର ଅର୍ଥନୀତିକୁ ସଜାଡ଼ିବା ଲାଗି ନୂଆ ଉପାୟ ଆପଣେଇବାରେ ଲାଗିଛି। କରୋନା ମୁକାବିଲା...

୩ କ୍ୟାମ୍ପ୍‌ରେ ରହିଲେ ରାଜ୍ୟ ବାହାରର ୧୨୧ ଶ୍ରମିକ

ବାରଙ୍ଗ,୧ା୪(ଡି.ଏନ୍‌.ଏ)- ଚନ୍ଦକା ଥାନା ଅଧୀନରେ ହୋଇଛି ୩ଟି ଆଶ୍ରୟସ୍ଥଳୀ। ମେଣ୍ଢାଶାଳ ଓ ଛତାବର ପଂଚାୟତ ଅଧୀନରେ ଥିବା ଏହି ଆଶ୍ରୟସ୍ଥଳୀରେ ରାଜ୍ୟବାହାର ୧୨୧ଜଣ ଶ୍ରମିକଙ୍କୁ ଚନ୍ଦକା...

ଚିକିତ୍ସା ପାଇଁ କଟକ ଏସ୍‌ସିବି ମେଡିକାଲ ଗଲେ ରଘୁମଣି

ଜୁନାଗଡ,୧୭।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲ ତଳପଡାର ରଘୁମଣି ନାଏକ (୪୨)ଙ୍କ ଚିକିତ୍ସା ପାଇଁ ଜୁନାଗଡ ବିଧାୟକ ତଥା ରାଜ୍ୟ ସରକାରଙ୍କ ଶକ୍ତି, ଶିଳ୍ପ,...

କୋରୋନିଲ୍‌ ଉପରେ ସ୍ପଷ୍ଟୀକରଣ ରଖିଲେ ଯୋଗ ଗୁରୁ

ହରିଦ୍ୱାର,୧।୭: ଯୋଗ ଗୁରୁ ରାମଦେବ ବାବା କୋରୋନିଲ୍‌ ବିବାଦ ଉପରେ ନିଜର ସ୍ପଷ୍ଟୀକରଣ ରଖିଛନ୍ତି। ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାମଦେବ କହିଛନ୍ତି, କୋରୋନିଲ୍‌...

ଫାଙ୍କା ଗୁଳିଚାଳଣା ଘଟଣା: ନାରାୟଣ ସମେତ ୪ ଗିରଫ: ୨ ବନ୍ଧୁକ, ଗୁଳି ଜବତ

ପୁରୀ ଅଫିସ,୨୯ା୯: ବହୁ ଚର୍ଚ୍ଚିତ ତେଲି ପଡ଼ିଆଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳିଚାଳଣା ଘଟଣାରେ ରବିବାର ଟାଉନ ଥାନା ପୋଲିସ ୪ ଜଣଙ୍କୁ ଗିରଫ...

ସାଲେପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ

କଟକ ଅଫିସ,୧୯।୯: ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ କଟକ ସ୍ପେଶାଲ ପୋକ୍ସୋ କୋର୍ଟ ଗୁରୁବାର ରାୟ ଶୁଣାଇଛନ୍ତି। ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ...

ମା’ଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ରାୟଗଡା ଅଫିସ, ୮।୧୦-ଜେକେ କାଗଜ କାଳ ପକ୍ଷରୁ ଦୁର୍ଗାପୂଜା ପାଳନ କରାଯାଉଛି। ଦଶମୀରେ ମା’ଙ୍କ ଦର୍ଶନ କରିବାକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ୫ଜଣ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *