୪୫ ଅକ୍ସିଜେନ କନ୍‌ସନ୍‌ଟ୍ରେଟର ଦେଲା ଗୋପାଳପୁର ପୋର୍ଟ

ଛତ୍ରପୁର,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପ୍ରଶାସନକୁ ଗୋପାଳପୁର ପୋର୍ଟ ପକ୍ଷରୁ ୪୫ଟି ଅକ୍ସିଜେନ କନ୍‌ସନ୍‌ଟ୍ରେଟର ପ୍ରଦାନ କରାଯାଇଛି। ଏନେଇ ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପି.ଡି. ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିପାଇଁ ପୋର୍ଟ କର୍ତ୍ତୃପକ୍ଷଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇବା ସହ ଏହା କରୋନା ମହାମାରୀ ଲଢ଼େଇରେ ସହାୟକ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନ୍‌ରେ ଶିଶୁଙ୍କୁ ଯୌନ ଶୋଷଣ: ଅଭିଯୁକ୍ତଙ୍କ ଘରେ ସିବିଆଇ

ବନ୍ତ,୧୬।୧୧(ଡି.ଏନ.ଏ.): ଅନ୍‌ଲାଇନରେ ଶିଶୁଙ୍କୁ ଯୌନ ଶୋଷଣ ଅଭିଯୋଗର ତଦନ୍ତ ପାଇଁ ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ବିନାୟକପୁର ଗ୍ରାମରେ ମଙ୍ଗଳବାର ସିବିଆଇର ୫ଜଣିଆ...

ସିଜେଏମ୍‌ଙ୍କ ପୁରୁଷୋତ୍ତମପୁରକୋର୍ଟ ପରିଦର୍ଶନ

ପୁରୁଷୋତ୍ତମପୁର ୧୧ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତକୁ ଜିଲା ମୁଖ୍ୟ ବିଚାରପତି (ସିଜେଏମ୍‌) ପ୍ରଜ୍ଞା ପରମିତା ରାଉଳ ପରିଦର୍ଶନରେ ଆସିଥିଲେ। ବିଚାରପତି ଅନ୍ନପୂର୍ଣ୍ଣା...

ଛୁରାମାଡ଼ରେ ଯୁବକ ଗୁରୁତର: ପୋଲିସର ତଦନ୍ତ ଆରମ୍ଭ

ଭଦ୍ରକ ଅଫିସ,୬।୧୧: ଭଦ୍ରକରେ କାଳୀପୂଜା ପାଇଁ ଯାତ୍ରା ଚାଲିଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ ଚରମ୍ପାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ସେ ହେଲେ ଚରମ୍ପାର...

ବି. ଫାର୍ମା ଛାତ୍ରୀ ଆତ୍ମହତ୍ୟା: ଅଭିଯୁକ୍ତ ଗିରଫ

ସାଲେପୁର, ୨୨।୧୧ (ଡି.ଏନ୍‌.ଏ.): ବି. ଫାର୍ମା ଛାତ୍ରୀ ଆତ୍ମହତ୍ୟା ମାମଲାରେ ଅଭିଯୁକ୍ତ ସିପୁନଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ଗତ ୯ ତାରିଖରେ କଟକ ଜିଲା ସାଲେପୁର...

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୨୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ...

ପୁଣି ଜନବସତିରେ ପଶିଲା ନରହନ୍ତା ହାତୀ

ପରଜଙ୍ଗ, ୨୫।୮(ଡି.ଏନ.ଏ.) – ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନରେ ତାଣ୍ଡବ ସୃଷ୍ଟି କରିଥିବା ନରହନ୍ତା ଦନ୍ତାର ହିଂସ୍ର ଆଚରଣ ବଢ଼ିବାରେ...

ଆବାସ ଯୋଜନାରୁ ବଞ୍ଚିତ ରହିଛନ୍ତି ପାଞ୍ଚ ଗାଁର ଲୋକେ

କୋକସରା, ୨୦ା୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡାଗୁଡା ରାଜସ୍ବ ଗ୍ରାମ ଅଧୀନରେ ଥିବା ୫ ଖଣ୍ଡ ଗ୍ରାମର ଲୋକେ ଗତ ୫ବର୍ଷ ହେବ ଆବାସ...

ଶ୍ରମିକ ଟ୍ରେନ୍‌ରେ ପ୍ରବାସୀ ମହିଳାଙ୍କ ପ୍ରସବ; ତେଲଙ୍ଗାନାରୁ ବଲାଙ୍ଗୀର ଫେରୁଥିଲେ

ଟିଟିଲାଗଡ଼, ୫।୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ଠାରେ ଲିଙ୍ଗମପାଲିରୁ ବଲାଙ୍ଗୀର ଯାଉଥିବା ଶ୍ରମିକ ଟ୍ରେନରେ ଜଣେ ପ୍ରବାସୀ ମହିଳା ଶୁକ୍ରବାର ଏକ ଶିଶୁପୁତ୍ରକୁ ଜନ୍ମ ଦେଇଛନ୍ତି। ଉଭୟ...

Advertisement
Archives

Model This Week