ଗୋପବନ୍ଧୁନଗର ବ୍ଲକ: ୭ କେନ୍ଦ୍ରରେ ପରୀକ୍ଷା ଦେବେ ୧୨୯୪ ପରୀକ୍ଷାର୍ଥୀ

କୁଆମରା, ୨୫।୪ (ଡି.ଏନ.ଏ.):  ଆସନ୍ତା ୨୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ମୟୂରଭଞ୍ଜ ଜିଲା ଗୋପବନ୍ଧୁନଗର ବ୍ଲକର ମୋଟ ୭ ପରୀକ୍ଷା କେନ୍ଦ୍ରରେ ୧୨୯୪ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ପରୀକ୍ଷା କେନ୍ଦ୍ର ହୋଇଥିବା ଖୁଣ୍ଟା ହାଇସ୍କୁଲରେ ୩ ବିଦ୍ୟାଳୟର ୨୩୭, ଖୁଣ୍ଟା ବାଳିକା ଉଚ୍ଚ ବିଦ୍ୟାଳୟରେ ୪ ସ୍କୁଲର ୧୬୬, କୁଶଳଦା ହାଇସ୍କୁଲରେ ୫ ସ୍କୁଲର ୨୨୩, ପୁରୁଣା ବାରିପଦା ରିଜିଓନାଲ ଏକାଡେମୀରେ ୪ ସ୍କୁଲର ୧୮୪, କୁଆମରା ହାଇସ୍କୁଲରେ ୪ ସ୍କୁଲର ୧୫୭, କୁଆମରା ବାଳିକା ଉଚ୍ଚ ବିଦ୍ୟାଳୟରେ ୩ ସ୍କୁଲର ୧୪୯ ଓ ଟିକାୟତପୁର ବାଳିକା ଉଚ୍ଚ ବିଦ୍ୟାଳୟରେ ଦୁଇଟି ସ୍କୁଲର ୧୭୮ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ବୋଲି ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ କୁଳମଣି ନାୟକ ସୂଚନା ଦେଇଛନ୍ତି। ପରୀକ୍ଷା କେନ୍ଦ୍ରରେ ସେହି ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁପରିଟେଣ୍ଡେଣ୍ଟ ଦାୟିତ୍ୱରେ ରହିବେ। ଖୁଣ୍ଟା ହାଇସ୍କୁଲକୁ ନୋଡାଲ ସେଣ୍ଟର ଦାୟିତ୍ୱ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ଅଭାବନୀୟ ଘଟଣା, ଖୋଲା ପାଇଖାନା ଟାଙ୍କିରେ ପଡ଼ି ୬ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ

ବୈଶିଙ୍ଗା,୨୫।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ନଡପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଲଗାଣ ବର୍ଷାରେ ଭରି…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?