ଗୋପବନ୍ଧୁଙ୍କ ନାତୁଣୀବୋହୂଙ୍କୁ ଅସମ୍ମାନ ଅଭିଯୋଗ

ସାକ୍ଷୀଗୋପାଳ,୬ା୩(ସ୍ବ.ପ୍ର./ଡି.ଏନ୍‌.ଏ.): ସୁଆଣ୍ଡୋରେ ଗତ ୨୩ରେ ଉତ୍କଳମଣି ଗୋପବନ୍ଧୁଙ୍କ ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ତାଙ୍କ ନାତୁଣୀବୋହୂ ଲୀଳାବତୀ ମିଶ୍ରଙ୍କୁ ଅସମ୍ମାନ କରାଯାଇଥିବା ନେଇ ରବିବାର ସତ୍ୟବାଦୀ ଥାନାରେ ଅଭିଯୋଗ ହୋଇଛି। ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ରାଜ୍ୟ ସରକାର ଗୋପବନ୍ଧୁଙ୍କ ପରିବାରର ସଦସ୍ୟଙ୍କୁ ମଞ୍ଚରେ ସମ୍ମାନିତ କରିବାକୁ ଏକ ତାଲିକା ପ୍ରସ୍ତୁତ କରିଥିଲେ। କିନ୍ତୁ ତାଙ୍କର ନାତୁଣୀବୋହୂ ଦାବି କରୁଥିବା ଲୀଳାବତୀ ମିଶ୍ର ସେଠାକୁ ଆସିଥିବାବେଳେ ତାଲିକାରେ ତାଙ୍କ ନାମ ନ ଥିବାରୁ ତାଙ୍କୁ ମଞ୍ଚ ପାଖକୁ ଯିବାକୁ ବାରଣ କରାଯାଇଥିଲା। ସେ ମନ ଦୁଃଖରେ ଫେରି ଆସିଥିଲେ। ଗୋପବନ୍ଧୁଙ୍କ ଅଣନାତି ବୋଲି ଦାବି କରୁଥିବା କାଳୀପ୍ରସନ୍ନ ମିଶ୍ର ଓ ପଣନାତି ଆଦ୍ୟସିଦ୍ଧି ମିଶ୍ର ଏହି ଘଟଣା ନେଇ ଧୀରେନ୍ଦ୍ର ନାଥ ଦାସଙ୍କ ବିରୋଧରେ ରବିବାର ଏତଲା ଦେବା ସହ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ...

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା...

ଫେରାର କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କାଳିଆ ପାଣି,୧୬।୪:(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ ପାନାସିଆ ଗାଁର ଜଣେ ବିଚାରଧୀନ ଫେରାର କଏଦୀଙ୍କ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ...

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ...

ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri