Posted inଜାତୀୟ

ଗୋପିଚନ୍ଦ ନାରଙ୍ଗଙ୍କ ପରଲୋକ

ନୂଆଦିଲ୍ଲୀ/ୱାଶିଂଟନ,୧୬ ।୬: ପ୍ରତିଷ୍ଠିତ ଉଦ୍ଧ୍ୱୁର୍ ସାହିତ୍ୟିକ ଗୋପିଚନ୍ଦ ନାରଙ୍ଗଙ୍କର ପରଲୋକ ହୋଇଛି । କୁହାଯାଉଛି କି କିଛି ଦିନ ଦିନ ହେବ ସେ ଅସୁସ୍ଥ ଥାଇ ଆମେରିକାରେ ଚିକିତ୍ସିତ ହେଉଥିଲେ । ସେହିଠାରେ ହିଁ ତାଙ୍କର ପରଲୋକ ହୋଇଛି । ଊଦ୍ଦ୍ୱୁର୍ ସାହିତ୍ୟ ପାଇଁ ଦେଶ ବିଦେଶରେ ନାରଙ୍ଗ ବେଶ ପରିଚିତ ଥିଲେ । ଏଥିପାଇଁ ତାଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର ସହ ପଦ୍ମ ଭୂଷଣ ସମ୍ମାନରେ ବି ସମ୍ମାନୀତ କରାଯାଇଥିଲା । ଉଦ୍ଧ୍ୱୁର୍ ବ୍ୟତୀତ ସେ ଅନ୍ୟ କିଛି ଭାଷରେ ବି କିଛି ପୁସ୍ତକ ରଚନା କରିଛନ୍ତି ।

ଗୋପିଚନ୍ଦ ନାରଙ୍ଗ ୯୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ଆମେରିକାର ଉତ୍ତର କୈରୋଲିନାରେ ରହୁଥିଲେ । ଗୋପିଚନ୍ଦଙ୍କ ପରଲୋକ ଖବର ତାଙ୍କ ପୁଅ ଦେଇଛନ୍ତି । ଗୋବିଚନ୍ଦ ନାରଙ୍ଗ ଦିଲ୍ଲୀ ୟୁନିଭର୍ସିଟିର ସେଣ୍ଟ ଷ୍ଟିଫେନ କଲେଜରୁ ତାଙ୍କର ଶିକ୍ଷା ସମାପ୍ତ କରିଛନ୍ତି । ଏହାପରେ ସେ ପ୍ରଫେସର ଭାବେ କାମ କରୁଥିଲେ । ସାହିତ୍ୟ ପାଇଁ ତାଙ୍କୁ ବହୁ ସମ୍ମାନ ମିଳିଛି । ତାଙ୍କ ପରଲୋକ ଖବର ମିଳିବା ପରେ ଗୋପିଚନ୍ଦଙ୍କୁ ଭଲପାଉଥିବା ଲୋକେ ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?