ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଛାଡିଲେନି ଠାକୁରଙ୍କ ମୂର୍ତ୍ତି ସହ ମୁକୁଟ

ପୁରୀ ଅଫିସ,୧୨।୩: ପୁରୀ ଜିଲା ବୀରନରସିଂହପୁର ଗାଁରେ ଥିବା ଗୋପିନାଥ ମନ୍ଦିରରୁ ଚୋରି ହୋଇଛି। ଅଷ୍ଟଧାତୁରେ ନିର୍ମିତ ବାବା ଗୋପିନାଥଙ୍କ ସହ, ରାଧା, ଦୁର୍ଗା ଓ ଅନ୍ୟ ପାଶର୍‌ବ ଦେବାଦେବୀଙ୍କ ମୂର୍ତ୍ତିକୁ ଦୁର୍ବୃତ୍ତ ନେଇଯାଇନ୍ତି । ଏହାସହ ଠାକୁରଙ୍କ ସୁନା ଓ ରୁପା ଅଳଙ୍କାର ମଧ୍ୟ ନେଇଯାଇଛନ୍ତି ଯେଉଁଥିରେ ଗୋପିନାଥଙ୍କ ବହୁମୂଲ୍ୟ ମୁକୁଟ ମଧ୍ୟ ରହିଛି।
ସକାଳୁ ପୂଜାରୀ ମନ୍ଦିରକୁ ଆସିବା ପରେ ଗ୍ରୀଲ ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ । ମନ୍ଦିର ଭିତରକୁ ଯିବା ପରେ ଠାକୁର ଓ ଅଳଙ୍କାର ଚୋରି ହୋଇଥିବା ଜାଣି ଗ୍ରାମବାସୀଙ୍କୁ ଜଣାଇଥିଲେ । ମନ୍ଦିରରୁ ଚୋରିକୁ ନେଇ ଗାଁରେ ଅସନ୍ତୋଷ ଦେଖା ଦେଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri