ଶଟ୍‌ଡାଉନ୍‌ରେ ଚାରିଆଡ଼େ ଖାଁ ଖାଁ: ଗୋପିିନୀ ସାହି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ପାରଳାଖେମୁଣ୍ଡି:୨।୫(ଡି.ଏନ୍‌.ଏ.): ଗଜପତି ଜିଲାର ସଦରମହକୁମାର ପାରଳାଖେମୁଣ୍ଡି ପୌରାଞ୍ଚଳ ଓ କାଶୀନଗର ଏନ୍‌ଏସିରେ ଶଟ୍‌ଡାଉନ୍‌ କଡ଼ାକଡ଼ି କରାଯାଇଛି। ଏହାର ପ୍ରଭାବରେ ସହର ଖାଁ ଖାଁ ହୋଇଯାଇଛି। ମେଡିକାଲ ଓ ଅତି ଆବଶ୍ୟକ ସେବାକୁ କଟକଣା ନ ଥିବା ବେଳେ ବିନା କୌଣସି କାରଣ ନଥାଇ ଯାତ୍ରା ସମ୍ପୂର୍ଣ୍ଣ ବନ୍ଦ କରିଛିି । ଗଜପତି ଜିଲା ପ୍ରଶାସନ ଓ ପୋଲିସ । ଜିଲାରେ ପଜିଟିଭ୍‌ ସଂଖ୍ୟା ୫୪୬୭ରେ ସଂଖ୍ୟା ପହଞ୍ଚିଛି । ସେଥୁରୁ ୪୯୫୦ ସୁସ୍ଥ ହୋଇଥିବା ବେଳେ ୫୧୭ ଆକ୍ଟିଭ୍‌ କେସ ରହଛିି । ସେପଟେ ରବିବାର ଗୋଟିଏ ଦିନରେ ଜିଲାରେ ୧୨୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ଗଜପତି ଜିଲା ପ୍ରଶାସନ ତତ୍ପର ହେବା ସହ ପୋଲିସ ଶଟ୍‌ଡାଉନ୍‌ କଡାକଡି କରିବା ପାଇଁ ପାରଳାଖେମୁଣ୍ଡି ଓ କାଶୀନଗର ସୀମା ସିଲ୍‌ କରିଛନ୍ତି।
ପ୍ରଶାସନ ପକ୍ଷରୁ ବସନ୍ତ ବିହାରକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯିବା ସହ ଜିଲା ସଦର ମହକୁମା ପାରଳାଖେମୁଣ୍ଡି ପୌରପାଳିକାର ୧୦ ନମ୍ବର ୱାର୍ଡ ଗୋପିନୀ ସାହିରେ ବହୁମାତ୍ରରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ତରଫରୁ ଗୋପିନୀ ସାହିକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri