ଶଟ୍‌ଡାଉନ୍‌ରେ ଚାରିଆଡ଼େ ଖାଁ ଖାଁ: ଗୋପିିନୀ ସାହି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ପାରଳାଖେମୁଣ୍ଡି:୨।୫(ଡି.ଏନ୍‌.ଏ.): ଗଜପତି ଜିଲାର ସଦରମହକୁମାର ପାରଳାଖେମୁଣ୍ଡି ପୌରାଞ୍ଚଳ ଓ କାଶୀନଗର ଏନ୍‌ଏସିରେ ଶଟ୍‌ଡାଉନ୍‌ କଡ଼ାକଡ଼ି କରାଯାଇଛି। ଏହାର ପ୍ରଭାବରେ ସହର ଖାଁ ଖାଁ ହୋଇଯାଇଛି। ମେଡିକାଲ ଓ ଅତି ଆବଶ୍ୟକ ସେବାକୁ କଟକଣା ନ ଥିବା ବେଳେ ବିନା କୌଣସି କାରଣ ନଥାଇ ଯାତ୍ରା ସମ୍ପୂର୍ଣ୍ଣ ବନ୍ଦ କରିଛିି । ଗଜପତି ଜିଲା ପ୍ରଶାସନ ଓ ପୋଲିସ । ଜିଲାରେ ପଜିଟିଭ୍‌ ସଂଖ୍ୟା ୫୪୬୭ରେ ସଂଖ୍ୟା ପହଞ୍ଚିଛି । ସେଥୁରୁ ୪୯୫୦ ସୁସ୍ଥ ହୋଇଥିବା ବେଳେ ୫୧୭ ଆକ୍ଟିଭ୍‌ କେସ ରହଛିି । ସେପଟେ ରବିବାର ଗୋଟିଏ ଦିନରେ ଜିଲାରେ ୧୨୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ଗଜପତି ଜିଲା ପ୍ରଶାସନ ତତ୍ପର ହେବା ସହ ପୋଲିସ ଶଟ୍‌ଡାଉନ୍‌ କଡାକଡି କରିବା ପାଇଁ ପାରଳାଖେମୁଣ୍ଡି ଓ କାଶୀନଗର ସୀମା ସିଲ୍‌ କରିଛନ୍ତି।
ପ୍ରଶାସନ ପକ୍ଷରୁ ବସନ୍ତ ବିହାରକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯିବା ସହ ଜିଲା ସଦର ମହକୁମା ପାରଳାଖେମୁଣ୍ଡି ପୌରପାଳିକାର ୧୦ ନମ୍ବର ୱାର୍ଡ ଗୋପିନୀ ସାହିରେ ବହୁମାତ୍ରରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ତରଫରୁ ଗୋପିନୀ ସାହିକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ…

ଅଭିଭାବକ ହେଉଛନ୍ତି ଶିଶୁଙ୍କ ପ୍ରଥମ ଗୁରୁ: ଆଚରଣରେ ସଞ୍ଜମ ରଖିବା ଜରୁରୀ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟରେ ଶୁକ୍ରବାର ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ମିଳନୀରେ ଛାତ୍ରୀଛାତ୍ରଙ୍କ…

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଛୁରି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri