ବୟଫ୍ରେଣ୍ଡଙ୍କ ସହ ଯୋଗ କରି ଟ୍ରୋଲ୍‌ ହେଲେ ଏହି ଅଭିନେତ୍ରୀଙ୍କ ଭଉଣୀ

ମୁମ୍ବାଇ: ବଲିଉଡର ସୁନ୍ଦରୀ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ସମ୍ପର୍କୀୟ ଭଉଣୀ ଆଲାନା ପାଣ୍ଡେଙ୍କ ନାଁ ଏବେ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚା ହେଉଛି। ପୂର୍ବରୁ ଆଲାନାଙ୍କ ସୁନ୍ଦର ସୁନ୍ଦର ଫଟୋ ଯଦିଓ ଚର୍ଚ୍ଚା ହୋଇଛି ଏଥର ଚର୍ଚ୍ଚା ଟିକେ ନିଆରା। କାରଣ ସେ ତାଙ୍କ ବୟଫ୍ରେଣ୍ଡଙ୍କ ସହ ଯୋଗ କରି ଚର୍ଚ୍ଚାକୁ ଆସିଛନ୍ତି।
ଏପରିକି ସୋସିଆଲ ମିଡିଆରେ ଅନନ୍ୟାଙ୍କ ପ୍ରଶଂସକମାନେ ତାଙ୍କ ଭଉଣୀଙ୍କୁ ଟ୍ରୋଲ କରିବାରେ ଲାଗି ପଡ଼ିଛନ୍ତି। ପ୍ରାୟତଃ ଆଲାନା ତାଙ୍କ ଫଟୋ ଏବଂ ଭିଡିଓକୁ ପ୍ରେମିକ ଆଇଭୋର ମାକ୍ରେ ଭିଙ୍କ ସହିତ ଶେୟାର କରନ୍ତି। ଏବେ କିଛି ଫଟୋ ଏବଂ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ଆଲାନା ତାଙ୍କ ପ୍ରେମିକଙ୍କ ସହ ବୋଲ୍ଡ ହୋଇ ଯୋଗ କରୁଛନ୍ତି। ତାଙ୍କର ଏହି ଯୋଗକୁ ପ୍ରଶଂସକମାନେ ନାପସନ୍ଦ କରିବା ସହ ଟ୍ରୋଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ବନ୍ଧନରେ ଆବଦ୍ଧ ହେଲେ ମୌନୀ

ବଲିଉଡ୍‌ ଅଭିନେତ୍ରୀ ମୌନୀ ରୟ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ତାଙ୍କ ପ୍ରେମିକ ସୁରଜ ନାମ୍ବିଆର୍‌ଙ୍କୁ ବିବାହ କରିଛନ୍ତି। ବିବାହର ପ୍ରଥମ ଫଟୋ ଭାଇରାଲ...

୩-୪ ପିଲା ଜନ୍ମ କରିବାକୁ ଚାହାନ୍ତି ଏହି ଅଭିନେତ୍ରୀ, ମାତ୍ର ବିବାହ ପ୍ରଶ୍ନ କରିବାରୁ…

ମୁମ୍ବାଇ: ଅଭିନେତ୍ରୀ ଭୂମି ପେଡେନକର ଫିଲ୍ମ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୂମି ୬ ବର୍ଷର କ୍ୟାରିୟର ମଧ୍ୟରେ ଭିନ୍ନ ଭିନ୍ନ ଚରିତ୍ରରେ...

ଲିପ୍‌ଷ୍ଟିକ୍‌ କି ଚପଲ ନୁହେଁ, ଯେଉଁ ସହରକୁ ଯାଆନ୍ତି ଏହି ଜିନିଷ କିଣିବାକୁ ଭଲ ପାଆନ୍ତି ଆଲିଆ ଭଟ୍ଟ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ଅଭିନେତା ବରୁଣ ଧାୱନ ପରସ୍ପରର ଭଲ ବନ୍ଧୁ। ଉଭୟ ଅନେକ ହିଟ ଫିଲ୍ମରେ ଏକାଠି କାମ କରିଛନ୍ତି। ବରୁଣ...

ଲଣ୍ଡନରେ ଘର ପୋଛୁଛନ୍ତି ସୋନମ!

ମୁମ୍ବାଇ: ବଲିଉଡ୍ ନାୟିକା ସୋନମ କପୁର ଆଜିକାଲି ଲଣ୍ଡନରେ ରହୁଛନ୍ତି । ୨୦୧୮ରେ ସେ ଆନନ୍ଦ ଆହୁଜାଙ୍କୁ ବିବାହ କରିବା ପରେ ଲଣ୍ଡନ ସିପ୍ଟ ହୋଇ...

‘ସୂର୍ଯ୍ୟବଂଶୀ’ର ନୂଆ ପୋଷ୍ଟର ଶେୟାର କଲେ କ୍ୟାଟ୍ରିନା

ମୁମ୍ବାଇ: ରୋହିତ ସେଟ୍ଟୀଙ୍କ ଅପ୍‌ କମିଂ ଫିଲ୍ମ ‘ସୂର୍ଯ୍ୟବଂଶୀ’ର ନୂଆ ପୋଷ୍ଟର ଗୁରୁବାର ଶେୟାର କରିଛନ୍ତି ବଲିଉଡ୍‌ କୁଇନ୍‌ କ୍ୟାଟ୍ରିନା କୈଫ। ସେ ତାଙ୍କ ଇନଷ୍ଟାଗ୍ରାମ...

ପ୍ରଥମ ଫିଲ୍ମରେ ଏହି ଅଭିନେତାଙ୍କ ସହ ରୋମାନ୍ସ କରିବେ ଶିଳ୍ପା

ରିଆଲିଟି ଶୋ’ ‘ବିଗ୍‌ ବସ୍‌’-୧୧ ର ବିଜେତା ଶିଳ୍ପା ଶିନ୍ଦେ ଅନେକ ଦିନ ହେବ ଛୋଟ ପରଦାରୁ ଦୂରେଇ ଯାଇଛନ୍ତି। କିଛି ଦିନ ପୂର୍ବେ ତାଙ୍କୁ...

ବାପାଙ୍କୁ ଘୃଣା କରୁଥିଲେ ଏହି ଲୋକପ୍ରିୟ ଅଭିନେତା

ବମ୍ବେ: ବଲିଉଡ୍‌ ଅଭିନେତା ଜାଭେଦ ଜାଫରୀ ନିଜର ବଳିଷ୍ଠ ଅଭିନୟ ସାଙ୍ଗକୁ କମେଡିକୁ ନେଇ ପ୍ରଶଂସକଙ୍କ ଗହଣରେ ଜଣାଶୁଣା। ୧୯୮୫ରେ ରିଲିଜ ହୋଇଥିବା ‘ମେରି ଜଙ୍ଗ’...

ଆଥିଆଙ୍କ ସହ ଡିନର୍‌ ଡେଟ୍‌ରେ କେ ଏଲ୍‌ ରାହୁଲ, ଫଟୋ ଭାଇରାଲ

ମୁମ୍ବାଇ: କ୍ରିକେଟର କେ ଏଲ୍‌ ରାହୁଲଙ୍କୁ ଡେଟ୍‌ କରୁଛନ୍ତି ଅଭିନେତ୍ରୀ ଆଥିଆ ସେଟ୍ଟୀ। ଉଭୟ ଏ ନେଇ ସର୍ବସମ୍ମୁଖରେ ସ୍ବିକାର କରୁ ନ ଥିଲେ ହେଁ...

Advertisement
Archives

Model This Week