ଶ୍ରୀଲଙ୍କା ଫେରିଲେ ଗୋଟାବାୟା

କଲମ୍ବୋ,୩ା୯: ଦୁଇମାସ ପୂର୍ବେ ଥାଇଲାଣ୍ଡ ପଳାଇଯାଇଥିବା ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେ ଶୁକ୍ରବାର ରାତିରେ ସ୍ବଦେଶ ଫେରିଛନ୍ତି। ତାଙ୍କୁ କଲମ୍ବୋ ବିମାନବନ୍ଦରରେ ଦଳୀୟ ନେତାମାନେ ସ୍ବାଗତ କରିଛନ୍ତି। ଶ୍ରୀଲଙ୍କା ପୋଦୁଜନ ପେରାମୁନା (ଏସ୍‌ଏଲ୍‌ପିପି)ର ଅନୁରୋଧକ୍ରମେ ରାଷ୍ଟ୍ରପତି ରାନିଲ ଓ୍ବିକ୍ରମସିଂଘେ ପୂର୍ବତନ ରାଷ୍ଟ୍ରପତି ଗୋଟାବାୟାଙ୍କୁ ଫେରାଇ ଆଣିବାର ବ୍ୟବସ୍ଥା କରିଥିଲେ। ଶ୍ରୀଲଙ୍କାରେ ଆର୍ଥତ୍କ ସଙ୍କଟ ପାଇଁ ଗୋଟାବାୟାଙ୍କୁ ଦାୟୀ କରାଯାଇ ତାଙ୍କର ଇସ୍ତଫା ଦାବି କରାଯାଇଥିଲା। ଜନଆକ୍ରୋଶରୁ ବର୍ତ୍ତିବା ଲାଗି ଜୁଲାଇ ୧୩ ଭୋର ସମୟରେ କଲମ୍ବୋ ଛାଡ଼ିଥିଲେ। ସିଙ୍ଗାପୁରରେ ପହଞ୍ଚତ୍ବା ପରେ ୧୪ ତାରିଖରେ ଗୋଟାବାୟା ରାଷ୍ଟ୍ରପତି ପଦରୁ ଇସ୍ତଫା ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଜବତ କରିବାକୁ ଗୁଣ୍ଡା ବ୍ୟବହାର କରିପାରିବେନି ଫାଇନାନ୍ସ କମ୍ପାନୀ: ହାଇକୋର୍ଟ

ପ୍ରୟାଗରାଜ,୧୬ା୧୧(ପି.ଟି.): ଋଣ ପରିଶୋଧ କରୁ ନ ଥିବା କାରଣରୁ ଗାଡ଼ି ଜବତ କରିବା ପାଇଁ ଫାଇନାନ୍ସ କମ୍ପାନୀ ଗୁଣ୍ଡାଙ୍କୁ ବ୍ୟବହାର କରିପାରିବେ ନାହିଁ ଏବଂ ଚାପ ପକାଇବାକୁ…

ଭାଜପାର ପଞ୍ଜାବ ନିର୍ବାଚନ ଇସ୍ତାହାର କମିଟିରେ ରାଘବ, ହରଭଜନ

ଚଣ୍ଡିଗଡ଼,୧୬ା୧୧: ଆସନ୍ତା ବର୍ଷ ପଞ୍ଜାବ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ଭାଜପା ଏହାର ଇସ୍ତାହାର କମିଟିରେ ରାଜ୍ୟ ସଭା ସଦସ୍ୟ ରାଘବ ଚଢ଼ା ଏବଂ ହରଭଜନ…

ଆଜି ମୁମ୍ବାଇ ଆସିବେ ବ୍ରିଟିଶ ଯୁବରାଜ ଓ୍ବିଲିୟମ୍‌

ଲଣ୍ଡନ,୧୬ା୧୧(ପି.ଟି.): ବ୍ରିଟିଶ ଯୁବରାଜ ଓ୍ବିଲିୟମ ୨୦୨୬ ଆର୍ଥଶଟ୍‌ ପ୍ରାଇଜ୍‌ ପାଇଁ ଯୁବରାଣୀ କେଟ୍‌ ମିଡିଲଟନ୍‌ଙ୍କ ସହ ସୋମବାର ମୁମ୍ବାଇ ଆସିବେ। ମଙ୍ଗଳବାର ସେମାନେ ନୂଆଦିଲ୍ଲୀ ଯାଇ ବୁଧବାର…

ପାକ୍‌ ଲିଙ୍କ୍‌ ଥିବା ୨ ଅଭିଯୁକ୍ତ ପଞ୍ଜାବରୁ ଗିରଫ

ଚଣ୍ଡିଗଡ଼,୧୬ା୧୧: ରାଜସ୍ଥାନର ଶ୍ରୀଗଙ୍ଗାନଗର ରେଳଲାଇନରେ ବିସ୍ଫୋରଣ ସହ ସମ୍ପୃକ୍ତି ନେଇ ଜଣେ ମହିଳାଙ୍କ ସହ ୨ ଜଣଙ୍କୁ ପଞ୍ଜାବରୁ ଗିରଫ କରାଯାଇଛି। ରାଜସ୍ଥାନ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌…

୧୦ ହଜାରରୁ ଅଧିକ ବିମାନ ବାତିଲ

ଓ୍ବାଶିଂଟନ,୧୬ା୧୧: ଆମେରିକାରେ ତୃତୀୟ ଦିନ ପାଇଁ ବିମାନସେବା ପ୍ରଭାବିତ ହୋଇଛି। ୧୦ ହଜାରରୁ ଅଧିକ ବିମାନ ବାତିଲ ହୋଇଥିବା ସୂଚନା ମିଳିଛି। ୨୩୦୦ ବିମାନ ବାତିଲ ହୋଇଥିବା…

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?