ସ୍ବଦେଶ ଫେରିଲେ ଗୋଟାବାୟା

କଲମ୍ବୋ,୬।୧: ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଦୁବାଇରୁ ସ୍ବଦେଶ ଫେରିଛନ୍ତି। ତାଙ୍କ ସରକାରର ପରିଚାଳନାଗତ ତ୍ରୁଟି କାରଣରୁ ଦେଶରେ ଗମ୍ଭୀର ଆର୍ଥତ୍କ ସଙ୍କଟ ଦେଖାଦେଇଥିଲା। ସରକାରଙ୍କ ବିରୋଧରେ ଦୀର୍ଘଦିନ ଧରି ଆନ୍ଦୋଳନ ଜାରି ରହିବା ପରେ ଗତବର୍ଷ ରାଜପାକ୍ସେ ରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇ ଦେଶ ଛାଡ଼ି ପଳାଇଥିଲେ। ଗୁରୁବାର ଗୋଟାବାୟା ଓ ତାଙ୍କ ସ୍ତ୍ରୀ ଇଓମା ଦୁବାଇରୁ ଏମିରେଟ୍ସର ଏକ ବିମାନରେ ଆସି ବନ୍ଦରନା ଏକେ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଜିରେ ତାଣ୍ଡବ ରଚିପାରେ ‘ଟିନୋ’

ସୁଭା,୧୭।୧: ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଫଜିରେ ଘୁର୍ଣ୍ଣିଝଡ଼ ‘ଟିନୋ’ କିଛିଘଣ୍ଟା ପରେ ତାଣ୍ଡବ ରଚିପାରେ ବୋଲି କୁହାଯାଉଛି। ଏଥିପାଇଁ ରିଲିଫ୍‌ ଶିବିର ସବୁ ଖୋଲି...

ଶକ୍ତି ପରୀକ୍ଷାରେ ବିଜୟୀ ହେଲେ ଇମ୍ରାନ୍‌

ଇସଲାମାବାଦ୍‌,୬।୩: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ଉପରୁ ସଙ୍କଟ ହଟି ଯାଇଛି। ଶନିବାର ନ୍ୟାଶନାଲ ଆସେମ୍ବ୍ଲିରେ ଇମ୍ରାନ ଶକ୍ତି ପରୀକ୍ଷାରେ ବିଜୟୀ ହୋଇଛନ୍ତି। ସରକାରଙ୍କୁ...

ଚାଇନାର ଚେତାବନୀ: ୨୦ ବର୍ଷ ପର୍ଯ୍ୟନ୍ତ ସକ୍ରିୟ ରହିବ କରୋନା ଭୂତାଣୁ

ବେଜିଂ, ୨୦।୬: କରୋନା ସଂକ୍ରମଣ ନେଇ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ଏପରିସ୍ଥଳେ ଚାଇନାର ମହାମାରୀ ବିଶେଷଜ୍ଞ ଲି ଲାନଜୁଆନ୍‌ ଚେତାବନୀ ଦେଇଛନ୍ତି ଯେ, ମାଇନସ୍‌ ୨୦...

ଗ୍ୟାସ ବିସ୍ଫୋରଣ: ଜଣେ ମୃତ ୧୨ ଆହତ

ବେଜିଂ,୨୦ା୭: ଚାଇନା ବନ୍ଦର ସହର ତିଆଞ୍ଜିନସ୍ଥିତ ଏକ ୬ ମହଲା ବିଶିଷ୍ଟ ଆବାସିକ କୋଠାରେ ଗ୍ୟାସ୍‌ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨...

ବାଂଲାଦେଶରେ ସ୍ଥଳଭାଗ ଛୁଇ ତାଣ୍ଡବ ରଚିଲା ସିତ୍ରାଙ୍ଗ

ଢାକା,୨୫।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସିତ୍ରାଙ୍ଗ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ମଙ୍ଗଳବାର ଭୋରରେ ବାଂଲାଦେଶର ଭାଲା ନିକଟ ବାରିଶାଲ-ଚାଟୋଗ୍ରାମ ନିକଟରେ ସ୍ଥଳଭାଗ ଅତିକ୍ରମ...

ଶାରୀରିକ ସମ୍ପର୍କ ସମୟରେ କହିବା ସତ୍ତ୍ୱେ ପୁରୁଷ ବନ୍ଧୁ ଜନ୍ମ ନିୟନ୍ତ୍ରଣ ବ୍ୟବସ୍ଥା ଗ୍ରହଣ ନ କରିବା ବଳାତ୍କାର ସହ ସମାନ, କାନାଡ଼ା ସୁପ୍ରିମ୍‌ କୋର୍ଟ…

ଅଟଓ୍ବା, ୩୧।୭ : କାନାଡାର ସୁପ୍ରିମକୋର୍ଟ କହିଛନ୍ତି ଯେ ଯଦି ଜଣେ ବ୍ୟକ୍ତି ପାର୍ଟନରଙ୍କ ଅନୁରୋଧ ପରେ ମଧ୍ୟ ଶାରୀରିକ ସମ୍ପର୍କ ସମୟରେ ଜନ୍ମ ନିୟନ୍ତ୍ରଣ...

୬୪ କିମି ଭିତରକୁ ଆସିଲାଣି ରୁଷିଆ

ନୂଆଦିଲ୍ଲୀ,୧।୩: ୟୁକ୍ରେନର ରାଜଧାନୀ କ୍ୱିଭଠାରୁ ଉତ୍ତରରେ ୬୪ କିମି (୪୦ ମାଇଲ) ପାଖକୁ ରୁଷିଆ ସେନାର ଏକ କନ୍‌ଭେ ଚାଲିଆସିଛି। ସୋମବାର ନିଆଇଯାଇଥିବା ସାଟେଲାଇଟ୍‌ ଫଟୋରେ...

୩ ବର୍ଷ ପରେ କୁଳଭୂଷଣଙ୍କୁ ମିଳିଲା କନ୍‌ସୁଲାର ଆକ୍ସେସ: ସାକ୍ଷାତ୍‌କାର କଲେ ଡେପୁଟି ହାଇ କମିଶନର

ଇସ୍‌ଲାମାବାଦ,୨।୯: ପାକିସ୍ତାନରେ ବନ୍ଦୀ ଥିବା ଭାରତୀୟ କୁଳଭୂଷଣ ଯାଦବଙ୍କୁ ୩ ବର୍ଷ ପରେ କନ୍‌ସୁଲାର ଆକ୍ସେସ ମିଳିଛି। ସୋମବାର ଭାରତୀୟ ଡେପୁଟି ହାଇ କମିଶନର ଗୌରବ...

Advertisement
Archives

Model This Week