ସିଙ୍ଗାପୁର ଗଲେ ଗୋଟାବାୟା

କଲମ୍ବୋ,୧୪।୭: ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ସାଙ୍ଗକୁ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଗୁରୁବାର ମାଳଦ୍ୱୀପରୁ ସିଙ୍ଗାପୁର ଯାଇଛନ୍ତି। ସେଠାରୁ ସେ ସାଉଦି ଆରବ ଯିବେ ବୋଲି ଶ୍ରୀଲଙ୍କାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି ।

ସୂଚନା ମୁତାବକ, ଆନ୍ଦୋଳନକାରୀ ରାଷ୍ଟ୍ରପତି ଭବନ କବ୍‌ଜା କରିବା ପରେ ମଙ୍ଗଳବାର ବିଳମ୍ବିତ ରାତିରେ ରାଷ୍ଟ୍ରପତି ଗୋଟାବାୟା ଦେଶ ଛାଡ଼ି ମାଳଦ୍ୱୀପ ଚାଲିଯାଇଥିଲେ। ହେଲେ ମାଳଦ୍ୱୀପ ସରକାର ଗୋଟାବାୟାଙ୍କୁ ଶରଣ ଦେବାକୁ ମନା କରିଦେଇଥିଲେ। ଫଳରେ ଗୋଟାବାୟା ମାଳଦ୍ୱୀପରୁ ସିଙ୍ଗାପୁର ଯାଇଛନ୍ତି। ସେ ଏକ ଘରୋଇ ବିମାନ ଯୋଗେ ସିଙ୍ଗାପୁର ଯାଇଛନ୍ତି। ସେଠାରୁ ସେ ସାଉଦି ଆରବ ଯିବେ। ଅନ୍ୟପକ୍ଷେ ବୁଧବାର ବିଳମ୍ବିତ ରାତିରେ ବିକ୍ଷୋଭକାରୀମାନେ ବାଚସ୍ପତିଙ୍କ ବାସଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏନେଇ ସେନା ପକ୍ଷରୁ ଦେଶରେ ଜରୁରୀ ପରିସ୍ଥିତିି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

‘ଘିବଲି’ ଦୁନିଆ: ଅପରାଧ ଓ ଆଇନ

ମସାମୟିକ ଧାରାରେ ନିଜକୁ ଅଂଶୀଦାର କରିବାର ମାନସିକତା ବିଶ୍ୱ, ପରିବେଶ ସର୍ବୋପରି ମାନବ ସଭ୍ୟତାକୁ ତା’ର ଅଜ୍ଞାତସାରରେ ବିଲୟର କେଉଁ ଦିଗକୁ ଟାଣିନେଇ ଚାଲିଛି ତାହା ବୋଧହୁଏ…

ନାଗରିକ ସ୍ବାଧୀନତା କ୍ଷୁଣ୍ଣ

୨୦୨୧ ମସିହା ୫ ମାର୍ଚ୍ଚରେ ଭାରତ ସରକାରଙ୍କ ପ୍ରେସ୍‌ ଇନ୍‌ଫର୍ମେଶନ ବ୍ୟୁରୋ (ପିଆଇବି) ପକ୍ଷରୁ ଏକ ବିବୃତି ଜାରି କରାଯାଇଥିଲା, ଯାହାର ଶୀର୍ଷକ ଥିଲା ”ଏକ ସ୍ବାଧୀନ…

୩ ରାଶିଙ୍କ ଉପରେ ପଡିଲା ଶନିଙ୍କ ଶୁଭଦୃଷ୍ଟି: ୨୦୨୭ ମଝି ଯାଏ ଗୋଲ୍‌ଡେନ୍‌ ଟାଇମ୍‌, ମାଲାମାଲ ସହ ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହାର ପ୍ରଭାବ ୨୦୨୭ ପର୍ଯ୍ୟନ୍ତ ଦେଖିବାକୁ ମିଳିପାରେ ବୋଲି ଜ୍ୟୋତିଷୀଙ୍କ…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?