ବିମାନ ଭଡା ଉପରେ ନଭେମ୍ବର ୨୪ ଯାଏ କଟକଣା

ନୂଆଦିଲ୍ଲୀ,୨୫।୭: ଦେଶ ମଧ୍ୟରେ ବିମାନ ଯାତ୍ରା ଲାଗି ସରକାର ଭଡା ଉପରେ ନଭେମ୍ବର ୨୪ ଯାଏ କଟକଣା ଲଗାଇଛନ୍ତି। ବିମାନ ଭଡା ସର୍ବନିମ୍ନ ୨୦୦୦ ଟଙ୍କାରୁ ୬,୫୦୦ ଟଙ୍କା ମଧ୍ୟରେ ଲାଗୁ ହେବ ବୋଲି ଜଣାପଡିଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଏଭଳି ସୂଚନା ଦିଆଯାଇଛି। କରୋନା ଯୋଗୁ ମେ ମାସଠାରୁ ସରକାର ବିମାନ ଭଡା ଉପରେ ଏଭଳି ସୀମା ଲଗାଇଛନ୍ତି। ଲକଡାଉନ ପାଇଁ ବନ୍ଦ ରହିଥିବା ବିମାନ ସେବା ମେ ମାସ ୨୫ ଠାରୁ ପୁଣି ଥରେ ଆରମ୍ଭ କରାଯାଇଛି। ଅପରପକ୍ଷରେ କଲିକତାରେ କରୋନା କଟକଣା ଚଳିତ ମାସ ୨୫ରୁ ୨୯ ତାରିଖ ଯାଏ ସେଠାକାର ବିମାନ ବନ୍ଦରକୁ କୌଣସି ଫ୍ଲାଇଟ ଉଡାଣ କରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri