ମିଲର୍ସଙ୍କ ଦାବି ମାନିନେଲେ ସରକାର:ସ୍ବାଭାବିକ ହେଲା ଧାନ କିଣା

ଭୁବନେଶ୍ୱର,୭।୧:ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି, ଆଜିଠୁ ସ୍ବାଭାବିକ ହେଲା ଧାନ କିଣା। ମିଲର୍ସଙ୍କ କିଛି ଦାବିକୁ ମାନିଛନ୍ତି ସରକାର।୧୯ ଜିଲାରେ ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ ହୋଇଛି। ୧୯ ଜିଲାରେ ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ ହୋଇ ଥିବା ବେଳେ ୧୩ ଲକ୍ଷ ୫୯ ହଜାର ୯୭୪ ମେଟ୍ରିକ ଟନ ଧାନ ମିଲର୍ସ ଉଠାଇଛନ୍ତି। ଚାଷୀଙ୍କୁ ୮୯୧ କୋଟି ୫୮ ଲକ୍ଷ ଟଙ୍କାର ଇନପୁଟ ଆସିଷ୍ଟାଂଶ ଦିଆଯାଇଛି। ମଙ୍ଗଳବାର ମିଲର୍ସଙ୍କ ସହ ଆଲୋଚନା କରିଥିଲେ ଯୋଗାଣ ମନ୍ତ୍ରୀ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

ହୋଲିରେ ବଡ଼ ଦୁର୍ଘଟଣା: ଦୁଇ ବାଇକ ମୁହାଁମୁହିଁ ଧକ୍କା, ଶିଶୁ ସମେତ ୪ ମୃତ

ଫୁଲବାଣୀ, ୪ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇ ବାଇକ…

ପ୍ରଥମ ସେମିଫାଇନାଲରୁ ୪ ଖେଳାଳି ବାଦ୍‌, ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୩: T୨୦ ବିଶ୍ୱକପ୍‌ ୨୦୨୬ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ ଜିତି…

ରାଇପଦା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩…..

ଜି.ଉଦୟଗିରି,୪ା୩(ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଠାରୁ କଳିଙ୍ଗା ରାଜ୍ୟ ରାଜପଥ ରାଇପଦା ଦୀର୍ଘ ବୁଲାଣି ଠାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି ।…

ଜିତିବାର କିଛି ଗ୍ୟାରେଣ୍ଟି ନାହିଁ…ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ପୂର୍ବରୁ ଏମିତି କହିଲେ ଟିମ୍‌ ଇଣ୍ଡିଆ କୋଚ୍‌?

ମୁମ୍ବାଇ,୪।୩: T୨୦ ବିଶ୍ୱକପ ୨୦୨୬ର ହାଇଭୋଲଟେଜ ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ମୁକାବିଲା ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ଭାରତୀୟ ଦଳର ବୋଲିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri