କାବୁଲରେ ସରକାରୀ-ବେସରକାରୀ ଅଫିସ ବନ୍ଦ, ବଢୁଛି ଲୋକଙ୍କ ସମସ୍ୟା

କାବୁଲ,୨୨ା୮: ଆଫଗାନିସ୍ତାନକୁ ତାଲିବାନ କବ୍‌ଜା କରିବାର ଏକ ସପ୍ତାହ ପରେ କାବୁଲରେ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ଯାହା ମନ୍ତ୍ରଣାଳୟ, ପାସପୋର୍ଟ ବିଭାଗ ଏବଂ ବ୍ୟାଙ୍କ ଭଳି ସରକାରୀ ତଥା ବେସରକାରୀ କାର୍ଯ୍ୟାଳୟ ବନ୍ଦ ଥିବାରୁ କାବୁଲର ବାସିନ୍ଦାଙ୍କ ପାଇଁ ବଡ଼ ସମସ୍ୟା ସୃଷ୍ଟି ହୋଇଛି।

ପାସପୋର୍ଟ ବିଭାଗକୁ ଆସିଥିବା କାବୁଲର ବାସିନ୍ଦା ଅହମ୍ମଦ ମାସିହ କହିଛନ୍ତି , ମୁଁ ମୋର ପାସପୋର୍ଟ ପାଇଁ ଆସିଥିଲି ଏବଂ ପୂର୍ବ ସରକାର ସମୟରେ ମୋର ପାସପୋର୍ଟ ପାଇବାକୁ ୨୫ ଦିନ ଅପେକ୍ଷା କରିଥିଲି।

ପାସପୋର୍ଟ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ଜଣେ କର୍ମଚାରୀ କହିଛନ୍ତି, ତାଲିବାନ କହିଥିଲା  ସରକାରୀ କର୍ମଚାରୀମାନେ ଶନିବାର ଆସି ସେମାନଙ୍କ କାର୍ଯ୍ୟ ଆରମ୍ଭ କରିବା ଉଚିତ୍‌, ତେଣୁ ମୁଁ ଏଠାକୁ ଆସିଥିଲି କିନ୍ତୁ ଦେଖିଲି ବିଭାଗରେ କୌଣସି କର୍ମଚାରୀ ନାହାନ୍ତି। ଫଳରେ ନାନା ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ମଝି ସମୁଦ୍ରରେ ବୁଡ଼ିଗଲା ବୋଟ୍‌, ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି , ନିଖୋଜ ଅଛନ୍ତି ଅନେକ ଯାତ୍ରୀ

ନିକୋସିଆ,୩୦ା୮: ଉତ୍ତର ସାଇପ୍ରସ୍‌ ଉପକୂଳରେ ଏକ ବୋଟ୍‌ ରବିବାର ବୁଡ଼ିଯାଇ ୭ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଯାତ୍ରୀ ନିଖୋଜ ଅଛନ୍ତି। ଏନେଇ ମୃତ୍ୟୁ ସଂଖ୍ୟା…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri