ବଳଦେବଜୀଉଙ୍କ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

କେନ୍ଦ୍ରାପଡ଼ା,୨୫ା୨: କେନ୍ଦ୍ରାପଡ଼ା ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି ରାଜ୍ୟ ସରକାର। ବିଗତ କିଛି ବର୍ଷ ଧରି ରଥର ୧୪ଟି ଚକ ଠିକ ନ ଥିବାରୁ ଅସୁବିଧା ହେଉଥିଲା। ରଥଟଣା ବେଳେ ବିଭିନ୍ନ ପ୍ରକାର ବିଘ୍ନ ସୃଷ୍ଟି ହେଉଥିଲା।

Image

ବାହୁଡା଼ ଯାତ୍ରା ସମୟରେ ମଧ୍ୟ ସମାନ ପରିସ୍ଥିତି ପରିଲକ୍ଷିତ ହେଉଥିଲା। ଏପରି ବିଭ୍ରାଟ ଭକ୍ତମାନଙ୍କ ମନରେ ଅସନ୍ତୋଷ ସୃଷ୍ଟି କରୁଥିଲା। ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ରାଜ୍ୟ ସରକାର ୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରଥଟଣା ବେଳେ ଅଘଟଣ: ଶଳାକୁ ଖଣ୍ଡାରେ ହାଣିଥିବା ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୭।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁରୁବାର ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇ ଟିଟୁ…

ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…

ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ…

କେସିଙ୍ଗା ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ…

ରାଜ୍ୟ ସଭାରେ ପ୍ରଥମେ ‘ବନ୍ଦେ ମାତରମ’ ବିଲ ଆଗତ କରିବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା; ଅସମ୍ମାନ କଲେ କଠୋର ଦଣ୍ଡ

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନରେ ଯାହା ଜୁଲାଇ ୨୦ରୁ ଆରମ୍ଭ ହେଉଛି, ଅନେକ ବିଲ ଉପସ୍ଥାପନ ପାଇଁ ତାଲିକାଭୁକ୍ତ ହୋଇଛି ଯେଉଁଥିରେ ଜାତୀୟ ଗୀତ ‘ବନ୍ଦେ ମାତରମ’କୁ…

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୭।୭: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଶୁକ୍ରବାର ଓସେପା ଅଫିସ୍‌ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ…

ସୋନମ ୱାଙ୍ଗଚୁକଙ୍କ ଅନଶନକୁ ନେଇ ସଜାଗ ହେଲେ କେନ୍ଦ୍ର ସରକାର, ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୧୭।୭: ସୋନମ ୱାଙ୍ଗଚୁକଙ୍କ ଅନଶନର ତୃତୀୟ ସପ୍ତାହ ଆରମ୍ଭ ହେବା ପରେ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ତତ୍ପର ହୋଇଉଠିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦିଲ୍ଲୀର ତିନୋଟି ହସ୍ପିଟାଲକୁ…

‘ସେକେଣ୍ଡ କ୍ଲାସ୍ ପାସେଞ୍ଜର’ କହିବା ବନ୍ଦ କର: ଭାରତୀୟ ରେଳବାଇକୁ ସୁପ୍ରିମ୍ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇରେ ସୁଧାର ଏବଂ ଯାତ୍ରୀମାନଙ୍କ ସୁରକ୍ଷାକୁ ନେଇ ସୁପ୍ରିମ୍ କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ଜଷ୍ଟିସ୍ ସଞ୍ଜୟ କରୋଲ ଏବଂ ଜଷ୍ଟିସ୍ ଏନ୍.…

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri