ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟରେ ରାଗିଂ ବିରୋଧୀ…

ବଲାଙ୍ଗିର,୧୯।୮ : (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ଥାନୀୟ ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅଧ୍ୟକ୍ଷ ପ୍ରଫେସର ଡ଼ା ମନୋଜ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଜାତୀୟ ରାଗିଂ ବିରୋଧୀ ସପ୍ତାହ ପାଳିତ ହୋଇଯାଇଛି। ଉକ୍ତ ଜାତୀୟ ରାଗିଂ ବିରୋଧୀ ସପ୍ତାହ ପାଳନ ସଭାରେ ରାଙ୍ଗି ସମ୍ବଳିିତ ଆଇନ ଏବଂ ବିହିତ ଦଣ୍ଡ ବିଧାନ ବିଷୟରେ ପୁଙ୍ଖାନୁପୁଙ୍ଖ ପୁଖନ ଆଲୋଚନା ହୋଇଥଲା। ବାର ଏସୋସେଶନର ସଭାପତି ଆଡଭୋକେଟ ବାସୁ ଦେବ ରଥ , ବରିଷ୍ଠ ଆଇନନିଜୀବୀ ଜୟକୃଷ୍ଣ ସାହୁ ଓ ଶ୍ରୀ ଚନ୍ଦ୍ରଶେଖର ମିଶ୍ର,ବଲାଙ୍ଗିର ଟାଉନ ପୋଲିସର ସବ ଇନ୍ସପେକ୍ଟର ଶ୍ରୀମତୀ ସଂଗୀତା ବେକ, ଏ ଏସ ଆଇ ଶ୍ରୀମତୀ ମମତା ପ୍ରଧାନ ଉପସ୍ଥିତ ଥିଲେ। କଲେଜ ରାଗିଂ କମିଟି ଓ କାର୍ଯ୍ୟ ପନ୍ଥା ବିଷୟରେ ପ୍ରଫେସର ଡ଼ା ସରିତା ମହନ୍ତ ସବିଶେଷ ବିବରଣୀ ପ୍ରସ୍ତୁତ କରିଥିଲେ। କାର୍ଯ୍ୟକ୍ରମ ଶେଷରେ କଲେଜର ଅଧ୍ୟାପିକା ଡ଼ା ସ୍ନେହଲତା ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଡ଼ା ଲିପ୍ସା ଦାସ। ଆୁୟୁର୍ବଦିକ କଲେଜର ସମସ୍ତ ଡାକ୍ତର, କର୍ମଚାରୀ ଓ ଡ଼ାକ୍ତରୀ ଛାତ୍ରୀଛାତ୍ରମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri