Odisha Elections 2024
Posted inଜାତୀୟ

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚ

ନୂଆଦିଲ୍ଲୀ,୨।୫: ଭାରତୀୟ ମସଲା ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟକୁ ନେଇ ଉଠିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟର ସରକାରଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ରାଜ୍ୟ ସରକାରଙ୍କୁ ମସଲାର ଗୁଣବତ୍ତା ସୁନିଶ୍ଚିତ କରିବା ଲାଗି ତାର ପରୀକ୍ଷା କରିବାକୁ ଆଦେଶ ଦିଆଯାଇଛି। ଏହାପୂର୍ବରୁ ମସଲା ବୋର୍ଡ ଏବଂ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ(ଏଫ୍‌ଏସ୍‌ଏସ୍‌ଏଆଇ) ରୁଟିନ୍‌ ସାମ୍ପୁଲ ନେବା ଆରମ୍ଭ କରିଥିଲା, ଏହାସତ୍ତ୍ୱେ କୌଣସି ଅନ୍ୟ ସରକାରୀ ଏଜେନ୍ସିଂ ଦ୍ୱାରା ମସଲାର ଗୁଣବତ୍ତା ବିଷୟରେ କୌଣସି ନିଶ୍ଚିତ ବୟାନ ଜାରି କରାଯାଇନାହିଁ।

ରିପୋର୍ଟ ମୁତାବକ, ଉତ୍ତରାଖଣ୍ଡର ଖାଦ୍ୟ ସୁରକ୍ଷା କମିଶନର ଡା. ଆର୍‌ ରାଜେଶ କୁମାର ରାଜ୍ୟରେ ହେଉଥିବା ସମସ୍ତ ଖାଦ୍ୟ ମସଲାର ଯାଞ୍ଚର ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତରାଖଣ୍ଡରେ ୫୦ରୁ ଅଧିକ ମସଲା ନିର୍ମାଣ କମ୍ପାନୀ ରହିଛି। ଏଣୁ ସମସ୍ତ କମ୍ପାନୀକୁ ଯାଇ ବିଭିନ୍ନ ମସଲାର ଗୁଣବତ୍ତା ଯାଞ୍ଚ କରିବା ଲାଗି ନମୂନା ନେବାକୁ ଆଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ସ୍ବାମୀଙ୍କ ସହ ମିଶି ଆତ୍ମହତ୍ୟା କଲେ ନାବାଳିକା: ଥାନା ଜାଳିଲେ ଉତ୍ତ୍ୟକ୍ତ ଗ୍ରାମବାସୀ

ପାଟନା,୧୮।୫: ବିହାର ଅରାରିଆରେ ଏକ ଅଭବାବନୀୟ ଘଟଣା ଘଟିଛି। ଜଣେ ୧୪ ବର୍ଷର ଝିଅ ତାଙ୍କ ଭିଣେଇ ମିଠୁ ସିଂଙ୍କ ସହିତ ମିଶି ତରବାରୀ ପୋଲିସ...

ଡ୍ରାମା କୁଇନ ରାଖୀ ସାଓ୍ବନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ: ପୂର୍ବତନ ସ୍ବାମୀ ରିତେଶ

ମୁମ୍ବାଇ,୧୮।୫: ଡ୍ରାମା କୁଇନ ରାଖୀ ସାୱନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସବୁଥର ପରି, ଯେତେବେଳେ ତାଙ୍କ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ଆସିଲା, କେହି ଏହାକୁ...

ବଡ ଦୁର୍ଘଟଣା, ଶ୍ରଦ୍ଧାଳୁଙ୍କ ବସ୍‌ରେ ନିଆଁ, ଜୀବନ୍ତ ଜଳିଗଲେ ୮ ଯାତ୍ରୀ

ଚଣ୍ଡିଗଡ଼,୧୮।୫: ଶୁକ୍ରବାର ବିଳମ୍ବିତ ରାତିରେ ହରିୟାଣାର ନୁହ ନିକଟ କେଏମପି ଏକ୍ସପ୍ରେସୱେରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଭକ୍ତମାନଙ୍କ ଦ୍ୱାରା ଭର୍ତ୍ତି ଏକ ବସରେ କୌଣସି...

ସାମ୍ବିଧାନିକ ପୀଠଙ୍କ ରାୟ ଅନ୍ୟ ଖଣ୍ଡପୀଠ ପାଇଁ ମାନ୍ୟ

ନୂଆଦିଲ୍ଲୀ,୧୮ା୫ (ପି.ଟି.): ସାମ୍ବିଧାନିକ ପୀଠଙ୍କ ରାୟକୁ କମ୍‌ କ୍ଷମତା ବିଶିଷ୍ଟ ଖଣ୍ଡପୀଠଗୁଡ଼ିକ ଅନୁସରଣ କରିବା ଅନିବାର୍ଯ୍ୟ ବୋଲି ସୁପ୍ରିମକୋର୍ଟ ଏହାର ୨୦୨୨ ଏପ୍ରିଲର ଏକ ରାୟକୁ ମନେପକାଇଦେଇ...

ବିଭବଙ୍କୁ ଖୋଜୁଛି ୮ ପୋଲିସ ଟିମ୍‌

ନୂଆଦିଲ୍ଲୀ,୧୮ା୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସହଯୋଗୀ ବିଭବ କୁମାରଙ୍କ ବିରୋଧରେ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ରାଜ୍ୟ ସଭା ସଦସ୍ୟା ସ୍ବାତୀ ମାଲିଓ୍ବାଲ ଆଣିଥିବା ସଙ୍ଗିନ...

ଭାଜପା ସମର୍ଥନରେ ଆସିଲା ଆଉ ଏକ ଦଳ, କଲା ଘୋଷଣା

ନୂଆନିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ଚାରୋଟି ପର୍ଯ୍ୟାୟ ମତଦାନ ସରିଯାଇଛି। ରାଜ୍ୟର ୩୯ ଟି ଲୋକ ସଭା ଆସନରେ ଭୋଟ ଶେଷ ହେବା...

ମା’ କହିଥିବା ପ୍ରତିଟି କଥାକୁ ଅକ୍ଷରେ ଅକ୍ଷରେ ପାଳନ କରିବି; ଭାବବିହ୍ବଳ ହୋଇ ଏଭଳି କହିଲେ ରାହୁଲ…

ରାଏବରେଲି,୧୭।୫: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଶୁକ୍ରବାର ରାଏବରେଲିରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ପୁଅ ରାହୁଲଙ୍କୁ ଆପଣମାନଙ୍କୁ ଦେଉଛି, ତାଙ୍କ କଥା ବୁଝିବେ...

ଫୁଲମାଳ ପକେଇବା ବାହାନାରେ କହ୍ନେୟା କୁମାରଙ୍କୁ ମାଡ଼, ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୭।୫: କଂଗ୍ରେସର ଲୋକ ସଭା ପ୍ରାର୍ଥୀ କହ୍ନେୟା କୁମାରଙ୍କ ଉପରେ ହୋଇଛି ଆକ୍ରମଣ। ଉତ୍ତର ପୂର୍ବ ଦିଲ୍ଲୀରେ କହ୍ନେୟା ପ୍ରଚାର କରୁଥିବା ବେଳେ କିଛି ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri