ସରକାରୀ ବସ୍‌-କାର୍‌ ମୁହାଁମୁହିଁ ଧକ୍କା: ୧୦ରୁ ଊର୍ଦ୍ଧ୍ୱ ଗୁରୁତର

ନୂଆପଡ଼ା,୧୪।୧(ମକାରୁ ବେମାଲ): ୩୫୩ ନମ୍ବର ଜାତୀୟ ରାଜପଥ ନୂଆପଡା ଜିଲା କୋମନା ଥାନା ତରବୋଡ ସମ୍ଭବ ମାନିଗୁଡା ଛକ ନିକଟରେ ରବିବାର ଏକ ବସ୍‌-କାର୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦୁର୍ଘଟଣାରେ ୧୦ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି। ଏଥିରେ ଗୁରୁତର ୬ଜଣ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।

ଖରିଆର ରୋଡରୁ ବଲାଙ୍ଗୀର ଯାଉଥିବା ଏକ ସରକାରୀ ଯାତ୍ରୀବାହୀ ବସ୍‌ ସହ ବିପରିତ ଦିଗରୁ ଆସୁଥିବା ଏକ କାର ସହ ମୁହଁାମୁହିଁ ଧକ୍କା ହେଇଥିଲା। କାରରେ ବସିଥିବା ୬ଜଣ ଗୁରୁତର ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ୬ ଗୁରୁତର କୋମନା ବନ ବିଭାଗ କର୍ମଚାରୀ ବୋଲି ଜଣାପଡିଛି। ସେମାନେ ହେଲେ ଫରେଷ୍ଟର ଗୋପାଲ ମହାନନ୍ଦ, ତ୍ରିବିକ୍ରମ ନାଏକ, ଖଗେଶ୍ୱର ଦୁରିଆ, କୁଞ୍ଜ ବାଗ, ରାଜେଶ ହରିଜନ, କନ୍ଦର୍ପ ସୁନାନୀ। ବସରେ ଯାଉଥିବା ୧୪ଜଣ ଯାତ୍ରୀ ମଧ୍ୟରୁ ୪ଜଣ ଆହତ ହେବାରୁ ତରବୋଡ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ତିନି ମହଲା ବିଶିଷ୍ଟ ଧନୀ ଲୋକଙ୍କ ଘରେ ଲାଗିନି ୱାଟର ମିଟର: ବିଭାଗର ଅନୁକମ୍ପା ନା ପାୱାର କରିଡର ସରକାରୀ ଦଳର…

ଗଞ୍ଜାମ,୨୪।୩(ବିଦ୍ୟାଧର ସାହୁ): ୧୨ଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ ହୋଇଛି। ଗଞ୍ଜାମ ସହରର ବିଭିନ୍ନ ସାହିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୱାଟର ମିଟର ଲଗା ଯାଇଛି…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଦ୍ୱିତୀୟ ବିବାହ କଲେ ରାପର୍‌ Badshah, ଫଟୋ ସେୟାର କରି ଚମକାଇଲେ ଶାଶୁ

ମୁମ୍ୱାଇ: ପଞ୍ଜାବୀ ଗାୟକ ଏବଂ ରାପର୍‌ ବାଦଶାହଙ୍କ କିଏ ବା ଜାଣିନି? ସମଗ୍ର ଦେଶ ତାଙ୍କ ଗୀତରେ ଝୁମି ଉଠୁଛି। ତଥାପି, ତାଙ୍କ ବିଷୟରେ ଏକ ବଡ଼…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri