ସବୁ ଜିଲାପାଳ, ଆର୍‌ଡିସିଙ୍କ ଛୁଟି ବାତିଲ କଲେ ସରକାର

ଭୁବନେଶ୍ୱର,୧୦ା୫: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ରାଜ୍ୟ ସରକାର ସମସ୍ତ ଜିଲାପାଳ ଏବଂ ଆର୍‌ଡିସିଙ୍କ ଛୁଟି ବାତିଲ କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଚିଠି କରାଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।

ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ଏହି ସମୟରେ ମଧ୍ୟରେ କାହାରିକୁ ଛୁଟି ଦିଆଯିବ ନାହିଁ। ଯେଉଁମାନେ ବି ଛୁଟିରେ ଅଛନ୍ତି, ସେମାନେ ଶୀଘ୍ର ଆସି କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି।

ପୂର୍ବରୁ ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ ଏବଂ ହରିୟାଣାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri