Posted inଜାତୀୟ

ଘରୋଇ ହସ୍ପିଟାଲରେ ସୁରକ୍ଷା ଯୋଗାଇବାକୁ ସରକାରଙ୍କୁ କୁହାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୯: ପ୍ରାଇଭେଟ ହସ୍ପିଟାଲଗୁଡ଼ିକ ଘରୋଇ ଉଦ୍ୟୋଗ ହୋଇଥିବାରୁ ସେମାନଙ୍କୁ ନିଜସ୍ବ ସୁରକ୍ଷା ବ୍ୟବସ୍ଥା କରିବାକୁ ହେବ। ସୁରକ୍ଷା ଯୋଗାଇବାକୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସରକାରୀ ହସ୍ପିଟାଲ ପାଇଁ ସୁରକ୍ଷା ବ୍ୟବସ୍ଥା ରହିଛି। ଘରୋଇ ହସ୍ପିଟାଲର ଡାକ୍ତର ଓ ଅନ୍ୟ ସ୍ବାସ୍ଥ୍ୟସେବା କର୍ମଚାରୀଙ୍କୁ ସୁରକ୍ଷା ଯୋଗାଇଦେବା ନିମନ୍ତେ ଗାଇଡ୍‌ଲାଇନ ପାଇଁ ଦାଏର ପିଟିଶନକୁ ଜଷ୍ଟିସ ଏସ୍‌.କେ. କୌଲଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଅଗ୍ରାହ୍ୟ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୬ ପୋସେଇଡନ୍‌ ବିମାନ କିଣିବ ଭାରତ

ନୂଆଦିଲ୍ଲୀ,୨୬ା୭: ଚାଇନା ସହ ସାମରିକ ବିବାଦ ଲାଗି ରହିଥିବାବେଳେ ଭାରତ ଆଉ ୬ଟି ପୋସେଇଡନ୍‌-୮ଆଇ ବିମାନ ଆମେରିକାରୁ କିଣିବାକୁ ଯାଉଛି। ଏଥିସହିତ ୬ଟି ପ୍ରେଡାଟର-ବି ସଶସ୍ତ୍ର...

ବିଧାୟକ ପଦରୁ ଇସ୍ତଫା ଦେଲେ ରାଘବ: କହିଲେ, ସ୍ଥାନ ବଦଳିଛି-ସେବା ଜାରି ରହିବ

ନୂଆଦିଲ୍ଲୀ,୨୪।୩: ଦିଲ୍ଲୀର ରାଜେନ୍ଦ୍ର ନାଗରରୁ ବିଧାୟକ ଥିବା ରାଘବ ଚଡ୍ଡା ଦିଲ୍ଲୀ ବିଧାନସଭାରୁ ଇସ୍ତଫା ଦେଇଛନ୍ତି। ଗୁରୁବାର ଦିଲ୍ଲୀ ବିଧାନସଭା ବାଚସ୍ପତି ରାମ ନିୱାସ ଗୋଏଲଙ୍କୁ...

ଡିସେମ୍ବର ୧୭ରେ ସିଏମ୍‌ଏସ୍‌-୦୧ ଉପଗ୍ରହ ଉତ୍‌କ୍ଷେପଣ କରିବ ଇସ୍ରୋ: ପାଗ ଉପରେ ଭରସା

ହାଇଦ୍ରାବାଦ୍‌,୧୨।୧୨: ପାଗ ଭଲ ରହିଲେ ଇସ୍ରୋ ପକ୍ଷରୁ ଡିସେମ୍ବର ୧୭ରେ ସିଏମ୍‌ଏସ୍‌-୦୧ ଉପଗ୍ରହକୁ ମହାକାଶକୁ ଉତ୍‌କ୍ଷେପଣ କରାଯିିବ। ଏନେଇ ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହୋଇଛି। ଆନ୍ଧ୍ରପ୍ରଦେଶର...

ଗୁଜରାଟରେ ଦେଖାଦେଲାଣି ମର୍ଚରି ଭ୍ୟାନର ଅଭାବ

ଅହମ୍ମଦାବାଦ, ୧୩ା୪- କୋଭିଡ୍‌ର ଦ୍ୱିତୀୟ ଲହର ଯୋଗୁ ବିଭିନ୍ନ ରାଜ୍ୟର ସରକାରୀ ମେଡିକାଲରେ ଦେଖିବାକୁ ମିଳୁଛି ଗଦା ଗଦା ମୃତଦେହ। କେଉଁଠାରେ ମର୍ଚରିରେ ଯାଗା ନାହିଁ...

ଆଜି ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୯ା୭: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ୨୦ ତାରିଖରୁ ଆରମ୍ଭ ହେବାକୁ ଥିବାବେଳେ କେନ୍ଦ୍ର ସରକାର ବୁଧବାର ସର୍ବଦଳୀୟ ବୈଠକ ଡାକିଛନ୍ତି। ଉକ୍ତ ବୈଠକରେ ଅଧିବେଶନକୁ ନେଇ...

ପଞ୍ଜାବ କଂଗ୍ରେସ କଳହରେ ଲାଗିବ ବ୍ରେକ୍‌!

ଚଣ୍ଡିଗଡ଼,୨୨ ।୭: ପଞ୍ଜାବ ପ୍ରଦେଶ କଂଗ୍ରେସର ନବନିଯୁକ୍ତ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ ଶୁକ୍ରବାର କାର୍ଯ୍ୟଭାର ଗ୍ରହଣ କରିବାକୁ ଯାଉଛନ୍ତି । ମିଳିଥିବା ବିଶେଷ ସୂତ୍ରର...

ଲେମ୍ବୁ କିଲୋ ୩୦୦

ନୂଆଦିଲ୍ଲୀ,୭।୪: ଦେଶରେ ପେଟ୍ରୋଲ, ଡିଜେଲ ଓ ସିଏନ୍‌ଜି ଉପରେ ମହଙ୍ଗା ମାଡ଼ ପରେ ସାଧାରଣଲୋକଙ୍କ ପାଇଁ ପନିପରିବା ଦର ଏବେ ଆକାଶଛୁଆଁ ହୋଇଛି। ଇତିମଧ୍ୟରେ ଦିଲ୍ଲୀରେ...

ଭିଡ଼ ହିଂସା ବିରୋଧରେ ଆସିବ ବିଲ୍‌: ଦୋଷୀ ସାବ୍ୟସ୍ତ ହେଲେ ଆଜୀବନ କରାଦଣ୍ଡ

କୋଲକାତା,୩୦।୮: ପଶ୍ଚିମ ବଙ୍ଗର ବିଧାନସଭାରେ ଭିଡ଼ ହିଂସା ବିରୋଧରେ ଶୁକ୍ରବାର ଏକ ବିଲ୍‌ ଉପସ୍ଥାପନ କରାଯାଇଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର...

Advertisement
Archives

Model This Week