Posted inଜାତୀୟ

ଘରୋଇ ହସ୍ପିଟାଲରେ ସୁରକ୍ଷା ଯୋଗାଇବାକୁ ସରକାରଙ୍କୁ କୁହାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୯: ପ୍ରାଇଭେଟ ହସ୍ପିଟାଲଗୁଡ଼ିକ ଘରୋଇ ଉଦ୍ୟୋଗ ହୋଇଥିବାରୁ ସେମାନଙ୍କୁ ନିଜସ୍ବ ସୁରକ୍ଷା ବ୍ୟବସ୍ଥା କରିବାକୁ ହେବ। ସୁରକ୍ଷା ଯୋଗାଇବାକୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସରକାରୀ ହସ୍ପିଟାଲ ପାଇଁ ସୁରକ୍ଷା ବ୍ୟବସ୍ଥା ରହିଛି। ଘରୋଇ ହସ୍ପିଟାଲର ଡାକ୍ତର ଓ ଅନ୍ୟ ସ୍ବାସ୍ଥ୍ୟସେବା କର୍ମଚାରୀଙ୍କୁ ସୁରକ୍ଷା ଯୋଗାଇଦେବା ନିମନ୍ତେ ଗାଇଡ୍‌ଲାଇନ ପାଇଁ ଦାଏର ପିଟିଶନକୁ ଜଷ୍ଟିସ ଏସ୍‌.କେ. କୌଲଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଅଗ୍ରାହ୍ୟ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଅଧ୍ୟକ୍ଷ ପଦକୁ ନେଇ ମୁହଁ ଖୋଲିଲେ ଜନାର୍ଦ୍ଦନ

ନୂଆଦିଲ୍ଲୀ,୯।୭: କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ ଏହାକୁ ନେଇ ଲାଗି ରହିଥିବା ଆଶା ଆଶଙ୍କାକୁ ଦେଖି ବରିଷ୍ଠ କଂଗ୍ରେସ ନେତା...

ପାସ୍‌ପୋର୍ଟ ଫେରିପାଇଲେ ଲାଲୁ

ପାଟନା,୧୫ା୬: ପାଟନାର ସିବିଆଇ କୋର୍ଟ ମଙ୍ଗଳବାର ଆର୍‌ଜେଡି ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ପାସ୍‌ପୋର୍ଟ ଫେରାଇ ଦେଇଛି। ଗୋଖାଦ୍ୟ ଦୁର୍ନୀତି ମାମଲାରେ ସିବିଆଇ ତାଙ୍କ ପାସ୍‌ପୋର୍ଟ...

ସାମ୍ବାରେ ସୁଡ଼ଙ୍ଗ ଠାବ

ଶ୍ରୀନଗର,୫।୫: ଭାରତ-ପାକିସ୍ତାନ ସୀମାବର୍ତ୍ତୀ ଅଞ୍ଚଳ ସାମ୍ବାର ଚକ୍‌ ଫକିରା ବର୍ଡର ପୋଷ୍ଟରେ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ପକ୍ଷରୁ ବୁଧବାର ସନ୍ଧ୍ୟାରେ ଏକ ସୁଡ଼ଙ୍ଗ ଠାବ...

ସ୍ତ୍ରୀକୁ ଛାଡ଼ି ପ୍ରେମିକା ସହ ରହିବା ପାଇଁ ଏମିତି ଷଡ଼ଯନ୍ତ୍ର କରିଥିଲେ ସ୍ବାମୀ

ଲକ୍ଷ୍ନୌ,୨।୯: ଉତ୍ତର ପ୍ରଦେଶର ପଶ୍ଚିମାଞ୍ଚଳ କାସଗଞ୍ଜ ଜିଲାରେ ଜଣେ ବିବାହିତ ବ୍ୟକ୍ତି ପ୍ରେମିକାଙ୍କ ସହ ରହିବା ପାଇଁ ସ୍ତ୍ରୀ ଓ ଛୁଆଙ୍କୁ ହତ୍ୟା କରି ଘରେ...

ପାଲାନିସ୍ବାମୀ ହେବେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଚେନ୍ନାଇ, ୨୮।୧୨(ପି.ଟି.): କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଗୋଟିଏ ପରେ ଗୋଟିଏ ଦଳ ଏନ୍‌ଡିଏ ଛାଡ଼ୁଥିବାବେଳେ ତାମିଲନାଡ଼ୁର ଶାସକ ଦଳ ଏଆଇଏଡିଏମ୍‌କେ ଆଗାମୀ ବିଧାନସଭା...

ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଡକାଯାଉ: ସଞ୍ଜୟ ରାଉତ

ମୁମ୍ବାଇ, ୨୦।୪: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ବେଗରେ ବଢ଼ିଚାଲିଛି। କୋଭିଡ୍‌ ସ୍ଥିତି ଉପରେ ଆଲୋଚନା ଲାଗି କେନ୍ଦ୍ର ସରକାର ପାର୍ଲାମେଣ୍ଟର ଦୁଇଦିନିଆ ସ୍ବତନ୍ତ୍ର...

ଟ୍ରମ୍ପ ଯାହା କହୁଛନ୍ତି ତାହା ସେ ବୁଝି ନାହାଁନ୍ତି: ଥରୁର

ନୂଆଦିଲ୍ଲୀ,୨୩।୭: କାଶ୍ମୀର ପ୍ରସଙ୍ଗକୁ ନେଇ ଭାରତ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା କରିବାକୁ ଟ୍ରମ୍ପ ଯାହା କହିଛନ୍ତି ତାହାର ଜବାବ ରଖିଛନ୍ତି କଂଗ୍ରେସ ନେତା ଶଶି ଥରୁର।...

ଶୋଇଥିବାବେଳେ ଛାତ୍ରୀଙ୍କୁ ଜାଳିଦେଲେ

ରାଞ୍ଚି,୩୦ା୮: ଏକତରଫା ପ୍ରେମ ଓ ଏଥିରେ ବିଫଳତା ଝାଡ଼ଖଣ୍ଡର ଜଣେ ଯୁକ୍ତ ୨ ଛାତ୍ରୀଙ୍କ ଜୀବନ ନେଇଛି। ବାରମ୍ବାର ପ୍ରେମ ନିବେଦନରେ ବିଫଳ ହେବା ଯୋଗୁ...

Advertisement
Archives

Model This Week