ମହଙ୍ଗା ମାଡରେ ଅସ୍ତବ୍ୟସ୍ତ ନେପାଳବାସୀ, ପ୍ରଶ୍ନ ଘେରରେ ସରକାର

କାଠମାଣ୍ଡୁ,୨୧।୪: ନେପାଳରେ ଦରଦାମ ବୃଦ୍ଧିକୁ କାବୁକୁ ଆଣିବାରେ ନେପାଳ ସରକାର ବିଫଳ ହୋଇଛନ୍ତି। ଗତକିଛିଦିନ ହେବ ଆସିଥିବା ସଂଖ୍ୟା ଏହା ସ୍ପଷ୍ଟ କରିଛି। ଏବେ ଏହାକୁ ନେଇ ଅର୍ଥଶାସ୍ତ୍ରୀ ଏବେ ପର୍ଯ୍ୟନ୍ତ ସରକାରଙ୍କ ଦ୍ୱାରା ଉଠାଯାଇଥିବା ପଦକ୍ଷେପକୁ ନେଇ ପ୍ରଶ୍ନ କରିଛନ୍ତି। ଏମାନେ କହିଛନ୍ତି, ମହଙ୍ଗାମାଡ ଉପରେ ନିୟନ୍ତ୍ରଣ ଆଣିବାକୁ ଯେଉଁ ପ୍ରକାର ପଦକ୍ଷେପ ନେବା କଥା, ସରକାର ଏବେ ପର୍ଯ୍ୟନ୍ତ ସେ ଦିଗରେ କିଛି କାମ କରି ନାହାନ୍ତି।
ନେପାଳ ସେଣ୍ଟ୍ରାଲ ବ୍ୟାଙ୍କ-ନେପାଳ ରାଷ୍ଟ୍ର ବ୍ୟାଙ୍କର ତାଜା ସଂଖ୍ୟା ଅନୁଯାୟୀ ମାର୍ଚ୍ଚ ମଧ୍ୟ ଭାଗରେ ଗୋଟିଏ ବର୍ଷ ପୂର୍ବ ତୁଳନାରେ ମୁଦ୍ରାସ୍ଫିତି ଦର ୭.୪୪ ପ୍ରତିଶତ ରହିଛି। ଅର୍ଥଶାସ୍ତ୍ରୀମାନେ ଦୃଷ୍ଟି ଆକର୍ଷଣ କରିଛନ୍ତି କି ମୁଦ୍ରାସ୍ଫିତି ଦର ପୂର୍ବରୁ ବି ଉପରେ ଥିଲା। ସେଥିପାଇଁ ଏହି ବୃଦ୍ଧି ଅତ୍ୟଧିକ ହୋଇଛି। କେତେଜଣ ଅର୍ଥଶାସ୍ତ୍ରୀ ଦାବି କରିଛନ୍ତି କି ସରକାରୀ ସଂଖ୍ୟାରେ ପାରଦର୍ଶିତା ନାହିଁ। ସେଥିପାଇଁ ଅସଲ ମହଙ୍ଗା ଦର ଏହାଠାରୁ ବହୁ ଅଧିକ, ଯେତିକି ଏହା ସରକାରୀ ସଂଖ୍ୟାରେ ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏତଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

ଛତ୍ରପୁରରେ ଓଡିଶା ମାନବାଧିକାର କମିଶନଙ୍କ କ୍ୟାମ୍ପ କୋର୍ଟ : ୨୨ ମାମଲାର ତତ୍କାଳ ସମାଧାନ, ୭ଟିର ତଦନ୍ତ ରିପୋର୍ଟ ତଲବ

ଛତ୍ରପୁର,୨୨ା୫(ଦିଲୀପ ସାମଲ): ଓଡିଶା ମାନବାଧିକାର କମିଶନ ତରଫରୁ ଶୁକ୍ରବାର ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଠାରେ ଏକ କ୍ୟାମ୍ପ କୋର୍ଟ ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳଙ୍କ…

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…

ଭାଜପା ପକ୍ଷରୁ ମିଶ୍ରଣ ପର୍ବ: ୭୦୦ରୁ ଅଧିକ ଜଣ ସାମିଲ

ହାଟଡିହୀ/ଛେନାପଦୀ, ୨୨।୫ (ଶୁଭକାନ୍ତ ନାୟକ / ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ଭାଜପା ପକ୍ଷରୁ ବିଧାନସଭା ନେତା ଆଲୋକ ସେଠୀଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri