Posted inଜାତୀୟ

ବୃଦ୍ଧ ମାତାପିତାଙ୍କ ଯତ୍ନ ପାଇଁ ୩୦ ଦିନିଆ ଛୁଟି ନେଇପାରିବେ ସରକାରୀ କର୍ମଚାରୀ

ନୂଆଦିଲ୍ଲୀ, ୨୫ା୭: ବୃଦ୍ଧ ମାତାପିତାଙ୍କ ଯତ୍ନ ପାଇଁ କେନ୍ଦ୍ର ସରକାରୀ କର୍ମଚାରୀ ୩୦ ଦିନିଆ ଛୁଟି ନେଇପାରିବେ। କାର୍ମିକ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ଗୁରୁବାର ରାଜ୍ୟ ସଭାରେ ସୂଚନା ଦେଇଛନ୍ତି। ବୃଦ୍ଧ ମାତାପିତାଙ୍କ ଯତ୍ନ ପାଇଁ କର୍ମଚାରୀ ଛୁଟି ପାଇବାର ବ୍ୟବସ୍ଥା ରହିଛି କି ବୋଲି ଏକ ପ୍ରଶ୍ନର ଉତ୍ତର ରଖି ସେ କହିଛନ୍ତି, କେନ୍ଦ୍ରୀୟ ସିଭିଲ ସର୍ଭିସେସ୍‌ (ଲିଭ୍‌) ରୁଲ୍‌, ୧୯୭୨ ଅନୁଯାୟୀ କେନ୍ଦ୍ର ସରକାରୀ କର୍ମଚାରୀ ୩୦ ଦିନିଆ ଅର୍ନଡ୍‌ ଲିଭ୍‌ ପାଇପାରିବେ, ଯେଉଁଥିରେ ସେମାନେ ବୃଦ୍ଧ ମାତାପିତାଙ୍କ ଯତ୍ନନେବା ପରି ଅନେକ ବ୍ୟକ୍ତିଗତ କାର୍ଯ୍ୟ କରିପାରିବେ। କର୍ମଚାରୀଙ୍କୁ ୨୦ ଦିନର ଅଧା ବେତନ ଛୁଟି ଏବଂ ୮ ଦିନର ଆକସ୍ମିକ ଛୁଟି ସୁବିଧା ମିଳୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri