Posted inଜାତୀୟ

ବୃଦ୍ଧ ମାତାପିତାଙ୍କ ଯତ୍ନ ପାଇଁ ୩୦ ଦିନିଆ ଛୁଟି ନେଇପାରିବେ ସରକାରୀ କର୍ମଚାରୀ

ନୂଆଦିଲ୍ଲୀ, ୨୫ା୭: ବୃଦ୍ଧ ମାତାପିତାଙ୍କ ଯତ୍ନ ପାଇଁ କେନ୍ଦ୍ର ସରକାରୀ କର୍ମଚାରୀ ୩୦ ଦିନିଆ ଛୁଟି ନେଇପାରିବେ। କାର୍ମିକ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ଗୁରୁବାର ରାଜ୍ୟ ସଭାରେ ସୂଚନା ଦେଇଛନ୍ତି। ବୃଦ୍ଧ ମାତାପିତାଙ୍କ ଯତ୍ନ ପାଇଁ କର୍ମଚାରୀ ଛୁଟି ପାଇବାର ବ୍ୟବସ୍ଥା ରହିଛି କି ବୋଲି ଏକ ପ୍ରଶ୍ନର ଉତ୍ତର ରଖି ସେ କହିଛନ୍ତି, କେନ୍ଦ୍ରୀୟ ସିଭିଲ ସର୍ଭିସେସ୍‌ (ଲିଭ୍‌) ରୁଲ୍‌, ୧୯୭୨ ଅନୁଯାୟୀ କେନ୍ଦ୍ର ସରକାରୀ କର୍ମଚାରୀ ୩୦ ଦିନିଆ ଅର୍ନଡ୍‌ ଲିଭ୍‌ ପାଇପାରିବେ, ଯେଉଁଥିରେ ସେମାନେ ବୃଦ୍ଧ ମାତାପିତାଙ୍କ ଯତ୍ନନେବା ପରି ଅନେକ ବ୍ୟକ୍ତିଗତ କାର୍ଯ୍ୟ କରିପାରିବେ। କର୍ମଚାରୀଙ୍କୁ ୨୦ ଦିନର ଅଧା ବେତନ ଛୁଟି ଏବଂ ୮ ଦିନର ଆକସ୍ମିକ ଛୁଟି ସୁବିଧା ମିଳୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯୯୩ ଟଙ୍କା ବଢ଼ିଲା ଗ୍ୟାସ ସିଲିଣ୍ଡର ଦର: ଆଜିଠୁ ଲାଗୁ

ନୂଆଦିଲ୍ଲୀ,୧।୫: ମେ ୧ରୁ ସାରା ଦେଶରେ ନୂତନ ଗ୍ୟାସ ସିଲିଣ୍ଡର ମୂଲ୍ୟ ଲାଗୁ ହୋଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ଦେଶର ସରକାରୀ କମ୍ପାନୀଗୁଡ଼ିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ…

ଭାରତରେ ଜଳ ସଙ୍କଟ ବଢ଼ିବ: ଜାଣନ୍ତୁ କାରଣ କ’ଣ…

ନୂଆଦିଲ୍ଲୀ,୩୦ା୪: ଭାରତରେ ଇନ୍ଧନ ସଙ୍କଟ ଦୂର କରିବାକୁ ଯାଇ ୮୦% ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ କରାଯାଉଥିବାବେଳେ ଆଗାମୀ ଦିନରେ ୧୫% ପେଟ୍ରୋଲରେ ୮୫% ଇଥାନଲ ମିଶ୍ରଣ…

ଭାଜପା ଆଗରେ ରହିବା ପୂର୍ବାନୁମାନକୁ ଟିଏମ୍‌ସିର ଖଣ୍ଡନ

କୋଲକାତା,୩୦ା୪: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ଆଗରେ ରହିବ ବୋଲି ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ ପୂର୍ବାନୁମାନ କରିଥିବାବେଳେ ଟିଏମ୍‌ସି ରାଜ୍ୟ ସଭା ସଦସ୍ୟ ଡେରେକ୍‌ ଓ’ବ୍ରାଏନ୍‌ ଏହାକୁ ଖଣ୍ଡନ…

ଭୀଷଣ ବର୍ଷା, ବେଙ୍ଗାଲୁରୁ ସହର ଜଳାର୍ଣ୍ଣବ

ବେଙ୍ଗାଲୁରୁ,୩୦ା୪: ବେଙ୍ଗାଲୁରୁରେ ଅଚାନକ ଭାବେ ଆରମ୍ଭ ହୋଇଥିବା ବର୍ଷା ପରବର୍ତ୍ତୀ ସମୟରେ ଭୀଷଣ ରୂପ ନେବାରୁ ସାରା ସହର ଜଳାର୍ଣ୍ଣବ ହୋଇପଡ଼ିଛି। ସହରର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ…

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ମମତାଙ୍କ ବଡ଼ ବୟାନ

କୋଲକାତା,୩୦ା୪: ପଶ୍ଚିମବଙ୍ଗରେ ଏଥର ଭାଜପା ଏବଂ ଟିଏମ୍‌ସି ମଧ୍ୟରେ କଡ଼ା ଟକ୍କର ହେବ ବୋଲି କେତେକ ପୋଲ୍‌ ଏଜେନ୍ସି ଆକଳନ କରିଥିଲାବେଳେ ଭାଜପା ସର୍ବାଧିକ ଆସନ ପାଇ…

TMCର ବଡ଼ ଅଭିଯୋଗ, ‘ବାଲଟ ବକ୍ସ ଖୋଲିବାକୁ ଚେଷ୍ଟା’, ଆସିଲା ସିସିଟିଭି ଫୁଟେଜ!

କୋଳକାତା,୩୦।୪: ବିଧାନସଭା ନିର୍ବାଚନ ପରେ ପଶ୍ଚିମବଙ୍ଗରେ ପୁଣିଥରେ ରାଜନୀତି ଉଷ୍ମ ହୋଇଛି। ନେତାଜୀ ଇଣ୍ଡୋର ଷ୍ଟାଡିୟମ ବାହାରେ ଥିବା ଷ୍ଟ୍ରଙ୍ଗ ରୁମ ସମ୍ମୁଖରେ ଟିଏମସି ନେତା ଶଶି…

ନିର୍ବାଚନ ଫଳାଫଳ ପୂର୍ବରୁ ବଡ଼ ବୟାନ ଦେଲେ ସଞ୍ଜୟ

ନୂଆଦିଲ୍ଲୀ,୩୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ଅଧିକ ରହିଛି। ନିର୍ବାଚନ ଫଳାଫଳ ପୂର୍ବରୁ ପ୍ରକାଶିତ ଅଧିକାଂଶ ଏକଜିଟ ପୋଲରେ ଭାଜପା ଆଗୁଆ ରହିବ ବୋଲି…

ଓଲଟିଲା ଡଙ୍ଗା, ଥିଲେ ୨୯ ଯାତ୍ରୀ

ଜବଲପୁର,୩୦।୪: ମଧ୍ୟପ୍ରଦେଶ ଜବଲପୁରରେ ଗୁରୁବାର ସାରେ ଜିଲା ମୁଖ୍ୟାଳୟରୁ ପ୍ରାୟ ୨୫ କିଲୋମିଟର ଦୂରରେ ଥିବା ବର୍ଗୀ ଡ୍ୟାମରେ ଝଡ଼ବର୍ଷା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri