ମାର୍ଚ୍ଚ ୫ରେ ସ୍କୁଲ ଛୁଟି ନା ଖୋଲା, ସରକାର ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୪।୩: ଆସନ୍ତାକାଲି ଅର୍ଥାତ୍‌ ୫ ତାରିଖରେ ସବୁ ସ୍କୁଲ ଖୋଲା ରହିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ନିର୍ଦ୍ଦେଶ ଜାରି ହୋଇଛି। ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଏନେଇ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି। ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲ ଖୋଲା ରହିବ। ପଞ୍ଚାୟତିରାଜ ଦିବସ ପାଳନ ପାଇଁ ପୂର୍ବରୁ ମାର୍ଚ୍ଚ ୫ ଛୁଟି ରହୁଥିଲା।ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳିବାକୁ ସୋମବାର ନିଷ୍ପତ୍ତି ହୋଇଥିଲା।

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଥିଲା କି, ମାର୍ଚ୍ଚ ୫ ତାରିଖରେ ପାଳନ ନ ହୋଇ ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ପ୍ରତି ବର୍ଷ ଏପ୍ରିଲ ୨୪ରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ହୁଏ। ଜାତୀୟ ଓ ରାଜ୍ୟସ୍ତରରେ ଥିବା ଅସହଂତିକୁ ଦୂର କରିବାକୁ ଏଭଳି ପଦକ୍ଷେପ ନିଆଯାଇଛି। ଏଥିସହ ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀକୁ ଆଡ଼ମ୍ବର ସହ ପାଳିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri