ସରପଞ୍ଚଙ୍କ ଜାଲ ଦସ୍ତଖତ କରି ସରକାରୀ ଅନୁଦାନ ୩କୋଟି ୨୬ ଲକ୍ଷ ଲଗାଇଥିଲେ ବେଟିଂରେ , ଏବେ ପିଇଓଙ୍କୁ ବାନ୍ଧିଲା ଭିଜିଲାନ୍ସ 

ଭବାନୀପାଟଣା,୨୨।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ତଲନାଗି ଓ ପୋଡାପଦର ପଞ୍ଚାୟତର ସରକାରୀ ଅନୁଦାନର ୩ କୋଟି ୨୬ ଲକ୍ଷ ଟଙ୍କା କ୍ରିକେଟ ବେଟିଂରେ ଲଗେଇବା ଅଭିଯୋଗରେ ପିଇଓ ଦେବାନନ୍ଦ ସାଗରଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରଛି। ଅଭିଯୋଗ ହେବା ପରେ ତାଙ୍କୁ ନିଲମ୍ବିତ କରାଯାଇଛି। ସ୍ଥାନୀୟ ସରପଞ୍ଚଙ୍କ ଜାଲ ଦସ୍ତଖତ କରି ଉପରୋକ୍ତ ଟଙ୍କାକୁ ସେ ଲୁଟି ନେଇଥିବା ତଦନ୍ତରୁ ଜଣାପଡିଛି।
ସେହିପରି ଏହି ଅନୁଦାନ ୧୫ତମ ସିଏଫସି ଓ ପଞ୍ଚଦଶ ଏସଏଫସି ଟଙ୍କା ବୋଲି ସୂଚନାମିଳିଛି। ତଲନାଗି ପଞ୍ଚାୟତର ୧କୋଟି ୭୧ଲକ୍ଷ ୮୬ହଜାର ୩୪୨ ଓ ପୋଡାପଦର ପଞ୍ଚାୟତର ୧ କୋଟି ୫୫ଲକ୍ଷ ୭୫୮ଟଙ୍କାଙ୍କୁ ଅନ୍‌ଲାଇନରେ ନିଜ ଆକାଉଣ୍ଟକୁ ନେଇ ସେ କ୍ରିକେଟ ବେଟିଂରେ ସଟ୍ଟା ଖେଳିଥିବା ଜଣାପଡିଛି।

Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri