Posted inଜାତୀୟ

ଗରିବ, କୃଷକଙ୍କୁ ମାଗଣାରେ ବିଜୁଳି

ରାଞ୍ଚି,୩।୩: ଝାଡଖଣ୍ଡ ମୁଖ୍ୟ ମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଏକ ବଡ ଘୋଷଣା କରିଛି । ରାଜ୍ୟର ସମସ୍ତ ଗରିବ ପରିବାର ଏବଂ କୃଷକମାନଙ୍କୁ ମାଗଣାରେ ବିଜୁଳି ଯୋଗାଇ ଦେବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି।

ଗୁରୁବାର ଝାଡ଼ଖଣ୍ଡ ବିଧାନସଭାରେ ଅର୍ଥମନ୍ତ୍ରୀ ରମେଶ୍ୱର ଉରଁାବ ବିଧାନସଭାରେ ତୃତୀୟ ଥର ପାଇଁ ହେମନ୍ତ ସରକାରଙ୍କ ବଜେଟ ଉପସ୍ଥାପନ କରିଥିଲେ। ଏଥିରେ ରାଜ୍ୟରେ ସମସ୍ତ ଗରିବ ପରିବାର ଏବଂ କୃଷକଙ୍କୁ ରାଜ୍ୟ ସରକାର ମାଗଣାରେ ବିଜୁଳି ଯୋଗାଇ ଦେବେ । ଏନେଇ ଅର୍ଥମନ୍ତ୍ରୀ ରାମେଶ୍ୱର ଓରାଁବ ୧ ଲକ୍ଷ କୋଟି ଟଙ୍କାର ଏକ ବଜେଟ ଆଗତ କରିଛନ୍ତି।

ବଜେଟରେ ଝାଡ଼ଖଣ୍ଡ ସରକାର ବିଶେଷ କରି ଶିକ୍ଷା, ସ୍ବାସ୍ଥ୍ୟ ଓ କୃଷିକୁ ପ୍ରାଧାନ୍ୟ ଦେଇଛନ୍ତି । ଏପରି କି ରାଜ୍ୟର ସମସ୍ତ ଗରିବ ପରିବାର ଓ କୃଷକମାନଙ୍କୁ ମାଗଣାରେ ବିଜୁଳି ଯୋଗାଇ ଦେବାକୁ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଅର୍ଥମନ୍ତ୍ରୀ ରାମେଶ୍ୱର କହିଛନ୍ତି, ରାଜ୍ୟର ପ୍ରତି ଗରିବ ପରିବାର ଓ କୃଷକମାନଙ୍କୁ ମାସିକ ୧୦୦ ୟୂୁନିଟ ପର୍ଯ୍ୟନ୍ତ ମାଗଣାରେ ବିଜୁଳି ଯୋଗାଇ ଦିଆଯିବ । କେବଳ ସେତିକି ନୁହେଁ ଚଳିତ ବଜେଟରେ କୃଷକମାନଙ୍କ ପାଇଁ ୨୫ କୋଟି ଟଙ୍କାର ଏକ ସହାୟତା ପାଣ୍ଠି ଗଠନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ: ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨।୭: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ଅକାଳ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ…

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

ଟ୍ରେନରୁ ଖସି ଯୁବକ ଗୁରୁତର: ଦେବଦୂତ ସାଜି ଉଦ୍ଧାର କଲେ ସ୍ୱାମୀ-ସ୍ତ୍ରୀ

ଛତ୍ରପୁର ୧୨।୭(ଦିଲ୍ଲୀପି ସାମଲ): ଚଳନ୍ତା ଟ୍ରେନରୁ ଗୋଡ଼ ଖସିଯିବା ଫଳରେ ଜଣେ ଯୁବକ ରେଳ ଧାରଣା କଡ଼କୁ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଛତ୍ରପୁର ପୋଡାପଦର ରେଳ…

ତାଜ ହୋଟେଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ, ତଦନ୍ତ ଆରମ୍ଭ କରିଛି ପୋଲିସ

ମୁମ୍ବାଇ,୧୨।୭: ମୁମ୍ବାଇର ତାଜ ହୋଟେଲକୁ ଉଡାଇ ଦେବାକୁ ବୋମା ଧମକ ଦିଆଯାଇଛି। ରବିବାର (୧୨ ଜୁଲାଇ) ମଧ୍ୟରାତ୍ରିରେ କଣ୍ଟ୍ରୋଲ ରୁମକୁ ଏହି ହୋଟେଲ ସମ୍ପର୍କରେ ବୋମା ଧମକ…

ଛାତରୁ ଖସି ପଡ଼ିଲେ ଯୁବକ

ଛତ୍ରପୁର, ୧୧।୭ (ଦିଲ୍ଲୀପ ସାମଲ): ନିଜ ଘରର ଛାତ ଉପରେ କାମ କରୁଥିବା ବେଳେ ଛାତରୁ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri