Posted inଜାତୀୟ

‘ସାଂସ୍କୃତିକ ପରମ୍ପରା ଧ୍ୱଂସ କରିଛନ୍ତି ସରକାର’

କୋଲକାତା,୧୪ା୯: ପଶ୍ଚିମବଙ୍ଗର ମମତା ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୋଧରେ କୋଲକାତାରେ ଆନ୍ଦୋଳନ ବେଳେ କର୍ମୀଙ୍କୁ ମାଡ଼ର ତୀବ୍ର ନିନ୍ଦା କରିଛି ଭାଜପା। ପଶ୍ଚିମବଙ୍ଗ ସବୁବେଳେ ନିଜର ବୌଦ୍ଧିକ ଓ ସାଂସ୍କୃତିକ ପରମ୍ପରା ପାଇଁ ପରିଚିତ ଥିବାବେଳେ ମମତା ସରକାର ଏହାକୁ ଧ୍ୱଂସ କରି ଦେଇଛନ୍ତି ବୋଲି ବରିଷ୍ଠ ଭଜପା ନେତା ରବିଶଙ୍କର ପ୍ରସାଦ କହିଛନ୍ତି। ମଙ୍ଗଳବାରର ଏହି ଘଟଣାକୁ ନେଇ କୋଲକାତା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି। ଭାଜପା ପକ୍ଷରୁ ଶାନ୍ତିପୂର୍ଣ୍ଣ ଭାବେ ସଚିବାଳୟ ଘେରାଉ କରାଯାଇଥିବାବେଳେ କେଉଁ ପରିସ୍ଥତିରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା, ସେନେଇ ରିପୋର୍ଟ ଦେବାକୁ ଗୃହ ସଚିବଙ୍କୁ  କୋଲକାତା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri