ଉତ୍ପାତ କରୁଥିବା ୨୦୦ ମାଙ୍କଡ଼ଙ୍କ ପାଇଁ ଅଜବ ନିଷ୍ପତ୍ତି ନେଲେ ସରକାର

ଥାଇଲାଣ୍ଡରେ ଦଳେ ମାଙ୍କଡ଼ ଏଭଳି ଉତ୍ପାତ କଲେ ଯେ, ସେଠାକାର ସରକାର ଏକ ଅଜବ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ନିର୍ଦ୍ଦେଶ ପାଇବା ପରେ ବନ୍ୟଜନ୍ତୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ବିଭାଗ ୨୦୦ରୁ ଊର୍ଦ୍ଧ୍ୱ ମାଙ୍କଡ଼ଙ୍କ ବ୍ୟକ୍ତିଗତ ଅଙ୍ଗ କାଟି ଦେଇଛି। ଏହାଦ୍ୱାରା ମାଙ୍କଡ଼ଙ୍କ ପ୍ରଜନନ ହାର ହ୍ରାସ କରି ସେମାନଙ୍କ ଉତ୍ପାତକୁ କମାଯାଇ ପାରିବ ଭାବି ସେଠାକାର ସରକାର ଏହି ନିଷ୍ପତ୍ତି ନେଇଥିଲେ।


ଡାଉନ୍‌ ସମୟରେ ଥାଇଲାଣ୍ଡର ସୋଗ୍ନଖଲା ସହରରେ ମାଙ୍କଡ଼ଙ୍କ ସଂଖ୍ୟା ଅହେତୁକ ବୃଦ୍ଧି ପାଇଥିଲା। ଏହି ମାଙ୍କଡ଼ମାନଙ୍କ ଉତ୍ପାତ ଯୋଗୁ ସହର ସାରା ଲୋକ ନାନା ହଇରାଣର ସମ୍ମୁଖୀନ ହୋଇଥିଲେ। ରିପୋର୍ଟ ମୁତାବକ, ବନ ବିଭାଗ ଲୋକଙ୍କୁ ହଇରାଣ କରୁଥିବା ୨୦୦ ମାଙ୍କଡ଼କୁ ପିଞ୍ଜରାରେ ଧରି ସେମାନଙ୍କର ବ୍ୟକ୍ତିଗତ ଅଙ୍ଗକୁ କାଟି ଦେଇଥିଲା। ଏହାଦ୍ୱାରା ମାଙ୍କଡ଼ମାନେ ସେମାନଙ୍କ ସଂଖ୍ୟା ବୃଦ୍ଧି କରିପାରିବେ ନାହିଁ। ଜଣେ ଅଧିକାରୀ କହିଛନ୍ତି, ‘ଯେହେତୁ ମାଙ୍କଡ଼ମାନେ ଲୋକଙ୍କ ଘରେ ପ୍ରବେଶ କରି ଖାଦ୍ୟ ଓ ଅତ୍ୟାବଶ୍ୟକ ସାମଗ୍ରୀ ନଷ୍ଟ କରୁଥିଲେ ସେଥିଲାଗି ସେମାନଙ୍କ ସଂଖ୍ୟାକୁ ନିୟନ୍ତ୍ରଣ କରିବା ଜରୁରୀ ଥିଲା।’


Enter your email to get our daily news in your inbox.

All Right Reserved By Dharitri.Com

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ

ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?