ହଟୁନି ସରକାରୀ ହୋର୍ଡିଂ

ସଜନାଗଡ଼,୩୧।୧(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସକାଶେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବା ସତ୍ତ୍ୱେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଞ୍ଚଳରେ ମାଳମାଳ ସରକାରୀ ହୋର୍ଡିଂ ଦେଖିବାକୁ ମିଳିଛି। ଏହି ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତର ସରକାରୀ କାର୍ଯ୍ୟାଳୟ, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ବିଦ୍ୟାଳୟ ସମ୍ମୁଖରେ ଲାଗିଥିବା ହୋର୍ଡିଂକୁ ଅଦ୍ୟାବଧି ହଟାଯାଇ ନାହଁି। ସଜନାଗଡ଼ ଓ ମାଟିଆଳି ପଞ୍ଚାୟତରେ ବଡ଼ ବଡ଼ ହୋର୍ଡିଂ ଲାଗିଛି। ନିର୍ବାଚନ ଆଚରଣ ବିଧି ଲାଗୁ ପରେ ଏସବୁ ହୋର୍ଡିଂ ହଟା ନ ଯିବା ଶାସକ ଦଳ ପ୍ରତି ଅନୁକମ୍ପା ଥିବା ଅଭିଯୋଗ ହୋଇଛି। ଏ ଦିଗରେ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି। ଏ ନେଇ ନୀଳଗିରି ଉପ-ଜିଲାପାଳ ଦୀପ୍ତି ରଞ୍ଜନ ସେଠୀଙ୍କୁ ପଚାରିବାରୁ ଏଥିପ୍ରତି ସେ ଦୃଷ୍ଟି ଦେବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଡା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଗଣତି

ଭଦ୍ରକ ଅଫିସ,୨୩।୫: ଦୀର୍ଘ ପ୍ରତିକ୍ଷାର ଅନ୍ତ ଘଟିବ। ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଭଦ୍ରକରେ ଗୁରୁବାର ସକାଳ ୮ଟାରୁ କଡା...

ବିଭିନ୍ନ ସ୍ଥାନରେ ଫୁଟିଲା ପାରିଜାତ

ବାଲେଶ୍ୱର ଅଫିସ,୩୦।୪- ବାଲେଶ୍ୱର ଜିଲା ଟାଉନ ଥାନା ଅଧୀନ ଗୋପାଳଗାଁସ୍ଥିତ ଲକ୍ଷ୍ମୀ ନାରାୟଣ ମହାନ୍ତିଙ୍କ ପୁଷ୍ପ ଉଦ୍ୟାନରେ ପାରିଜାତ ଫୁଲ ଫୁଟିଛି। ସହଦେବଖୁଣ୍ଟା ମଡ଼େଲ ଥାନା...

‘ଅଖଣ୍ଡ ଭାରତ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ବଦ୍ଧପରିକର’

ବାଲେଶ୍ୱର ଅଫିସ୍‌, ୧୭ା୮: ୩୭୦ ଧାରା ଉଚ୍ଛେଦ କରି କେନ୍ଦ୍ର ସରକାର କାଶ୍ମୀରବାସୀଙ୍କୁ ନ୍ୟାୟ ପ୍ରଦାନ କରିଛନ୍ତି। ଅଖଣ୍ଡ ଭାରତ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର...

ସ୍ବଳ୍ପ ବୃଷ୍ଟିପାତ: ଆଗେଇ ପାରୁନି ଚାଷ କାମ

ବନ୍ତ, ୨୩।୭ (ଡି.ଏନ.ଏ.) – ଚଳିତ ଖରିଫ ଋତୁରେ କମ୍‌ ବୃଷ୍ଟିପାତ ଯୋଗୁ ବନ୍ତ ବ୍ଲକର ଶହ ଶହ ଏକର ଜମି ଏବେ ଶୁଖିଲା ପଡ଼ିଛି।...

‘ଶିକ୍ଷାର ମାନ ବଢ଼ିଲେ ଆସିବ ପରିବର୍ତ୍ତନ’ – ନିଆରା ବ୍ୟକ୍ତିତ୍ୱ ସନାତନ

ସିମୁଳିଆ, ୪ା୧୧(ସନ୍ତୋଷ କୁମାର ନାୟକ)- ଚାକିରି ଜୀବନରୁ ଅବସର ନେବା ପରେ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା,ଶିକ୍ଷାର ଗୁଣାତ୍ମକ ବିକାଶ ଓ ସମାଜସେବା ଭଳି ନାନା କାର୍ଯ୍ୟରେ ସେ...

ବନ୍ଧୁକ ଦେଖାଇ ୯ ଲକ୍ଷ ଲୁଟ୍‌

ଜଳେଶ୍ୱର, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ନିକଟସ୍ଥ ୬୦ନଂ. ଜାତୀୟ ରାଜପଥର ଏକତାଳି ନିକଟରେ ଗୁରୁବାର ଅପରାହ୍ନରେ ଦୃର୍ବୃତ୍ତମାନେ ୬ଜଣ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୯ଲକ୍ଷ ଟଙ୍କା...

ଘର ଭାଙ୍ଗିଲା ହାତୀ

ଯୋଡ଼ା,୧୧।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବନପାଳଙ୍କ ଅଧୀନରେ ଥିବା ବେଲଦା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀ ଉପଦ୍ରବରେ ଦୁଇ ଜଣ ବ୍ୟକ୍ତିଙ୍କର ଘର ଭାଙ୍ଗିଥିବା ଜଣାପଡିଛି...

ଗ୍ରାମବାସୀଙ୍କ ଧାରଣା ପରେ ଅବରୋଧ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ, ପ୍ରକୃତ ସ୍ଥାନରୁ ଉଚ୍ଛେଦ ହଟାଯାଇ ନ ଥିବାରୁ ଅସନ୍ତୋଷ

ବାହାନଗା, ୧୪ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚକଜଗନ୍ନାଥପୁର ଗ୍ରାମରେ ଚାଲିଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ରାସ୍ତା କାମ ଅଧାରେ କାମ ଅଟକିଛି ା କେତେକ...

Advertisement
Archives

Model This Week