ହଟୁନି ସରକାରୀ ହୋର୍ଡିଂ

ସଜନାଗଡ଼,୩୧।୧(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସକାଶେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବା ସତ୍ତ୍ୱେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଞ୍ଚଳରେ ମାଳମାଳ ସରକାରୀ ହୋର୍ଡିଂ ଦେଖିବାକୁ ମିଳିଛି। ଏହି ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତର ସରକାରୀ କାର୍ଯ୍ୟାଳୟ, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ବିଦ୍ୟାଳୟ ସମ୍ମୁଖରେ ଲାଗିଥିବା ହୋର୍ଡିଂକୁ ଅଦ୍ୟାବଧି ହଟାଯାଇ ନାହଁି। ସଜନାଗଡ଼ ଓ ମାଟିଆଳି ପଞ୍ଚାୟତରେ ବଡ଼ ବଡ଼ ହୋର୍ଡିଂ ଲାଗିଛି। ନିର୍ବାଚନ ଆଚରଣ ବିଧି ଲାଗୁ ପରେ ଏସବୁ ହୋର୍ଡିଂ ହଟା ନ ଯିବା ଶାସକ ଦଳ ପ୍ରତି ଅନୁକମ୍ପା ଥିବା ଅଭିଯୋଗ ହୋଇଛି। ଏ ଦିଗରେ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି। ଏ ନେଇ ନୀଳଗିରି ଉପ-ଜିଲାପାଳ ଦୀପ୍ତି ରଞ୍ଜନ ସେଠୀଙ୍କୁ ପଚାରିବାରୁ ଏଥିପ୍ରତି ସେ ଦୃଷ୍ଟି ଦେବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳଗିରିର ବୋହୂ, ପରିବେଶ ବିଜ୍ଞାନରେ ପିଏଚ୍‌ଡି; ବିଜେଡି ଟିକେଟ୍‌ରେ ଲଢ଼ିବାକୁ ଯାଉଥିବା ଲେଖାଶ୍ରୀଙ୍କ ବିଷୟରେ ଜାଣନ୍ତୁ…

ଭୁବନେଶ୍ୱର/ବାଲେଶ୍ବର,୧୨।୪: ଏକଦା ବିରୋଧୀ ଦଳରେ ଥିବା ବେଳେ ବିଜେଡି ସୁପ୍ରିମୋଙ୍କୁ ଶବ୍ଦବାଣରେ କଟାକ୍ଷ କରିବାର ଗୋଟିଏ ବି ସୁଯୋଗ ଛାଡ଼ୁ ନ ଥିଲେ। ହେଲେ ୨୦୨୪...

 ଚଡ଼କ ମେଳାରେ ଅଘଟଣ

ଜଳେଶ୍ୱର,୧୨।୪(ନବୀନ ସାହୁ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବାବା ଚନ୍ଦନେଶ୍ୱରଙ୍କ ଚଡ଼କ ଯାତ୍ରାରେ ଜଣେ ବତ୍ରଧାରୀ ମହିଳାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଶ୍ରଦ୍ଧାଳୁ...

ଇପିଏଫ୍‌ ପେନସନଭୋଗୀ ସଂଘର ବଡ଼ ନିଷ୍ପତ୍ତି

ରୂପସା,୧୧।୪(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ପୋଡାଡ଼ିହାସ୍ଥିତ ଆମ ଗାଁ ନର୍ସରୀ ପରିସରରେ ବୁଧବାର ଅଲ୍‌ ଓଡ଼ିଶା ପେନସନଭୋଗୀ ସଂଘର ବାଲେଶ୍ୱର ଓ...

ଚନ୍ଦନେଶ୍ୱର ମହାଦେବଙ୍କ ନୀଳପର୍ବରେ ୫ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ

ଭୋଗରାଇ,୧୧ା୪(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଚନ୍ଦନେଶ୍ୱର ମହାଦେବଙ୍କର ବିଶ୍ୱ ପ୍ରସିଦ୍ଧ ଚଡ଼କମେଳାର ଗୁରୁବାର ମହାନୀଳ ଉତ୍ସବ। ଏହି ମହାନୀଳ ଉତ୍ସବରେ ଓଡ଼ିଶା ସମେତ...

ଅସୁରୁଣୀ କାମିନୀକୁ ବରଣମାଳା ଦେଲେ ପ୍ରଭୁ ଚନ୍ଦନେଶ୍ୱର

ଭୋଗରାଇ,୧୦ା୪(ପ୍ରଦୀପ ଦାସ): ବିଶ୍ୱପ୍ରସିଦ୍ଧ ଚନ୍ଦନେଶ୍ୱର ଚଡ଼କ ମେଳାରେ ବୁଧବାର ଜୀଉଙ୍କ ୩ ଅର୍ଘ୍ୟରେ ଚନ୍ଦନେଶ୍ୱର ମହାଦେବ ସୁନ୍ଦରୀ ଅସୁରୁଣୀ କାମିନୀକୁ ବରଣମାଳା ଦେଇଛନ୍ତି। ଏହି ବିରଳ...

ବିଜେଡି-ଭାଜପା ଅସନ୍ତୁଷ୍ଟଙ୍କୁ ଅନେଇଛି କଂଗ୍ରେସ

ବାଲେଶ୍ୱର, ୧୦।୪(ମାନସ ବିଶ୍ୱାଳ):କଂଗ୍ରେସ ଏପର୍ଯ୍ୟନ୍ତ ବାଲେଶ୍ୱର ଲୋକସଭା ଏବଂ ଜିଲାର କୌଣସି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନାହଁି। ଭାଜପା ଇତିମଧ୍ୟରେ ଜଳେଶ୍ୱର, ରେମୁଣା,...

ବକେୟା ପାଇଁ ସ୍କୁଲରେ ତାଲା ପକାଇଲେ ଠିକାଦାର

ବାଲେଶ୍ୱର,୧୦ା୪(ମାନସ ବିଶ୍ୱାଳ): ୫-ଟି ଅଧୀନରେ ରୂପାନ୍ତରଣ ହୋଇଥିବା ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଦହପଡ଼ା ଚିନ୍ତାମଣି ହାଇସ୍କୁଲର ନିର୍ମାଣ କାର୍ଯ୍ୟ ଶେଷ ହେବାର ବର୍ଷେ ବିତିଗଲାଣି।...

ବାଇକ ଧକ୍କାରେ ଚାଲିଗଲା ନବମ ଶ୍ରେଣୀ ଛାତ୍ରଙ୍କ ଜୀବନ

ବାହାନଗା,୯ା୪(ଅରୂପ କୁମାର ଦାସ): ବାହାନଗା ତହସିଲ କାର୍ଯ୍ୟାଳୟର ଦେଢଶହ ମିଟର ଦୂରରେ ଏକ ବାଇକ୍‌ ସାଇକେଲରେ ଆସୁଥିବା ଜଣେ ନବମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri