ବେସରକାରୀ ଛାତରେ ଲାଗିଛି ସରକାରୀ ହୋର୍ଡିଂ

ସୁନାବେଡା,ସେମିଳିଗୁଡା,୨୧ା୪କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼: ସୁନାବେଡା ପୌର ପରିଷଦ ଅଧୀନ ସେମିଳିଗୁଡା ଗୋପବନ୍ଧୁ ନଗରଠାରେ ମିଶନ୍‌ ଶକ୍ତି ଏବଂ ନୂଆ-ଓ ର ଦୁଇଟି ବଡ ହୋର୍ଡିଂ ଲାଗିଛି। ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଜନୈକ ବ୍ୟକ୍ତିଙ୍କ ଘର ଛାତ ଉପରେ ଏପରି ହୋର୍ଡିଂ ଲାଗିଥିବା ଦେଖିବାକୁ ମିଳଛି। ଏହାକୁ ନେଇ ବିରୋଧୀ ରାଜନୈତିକ ଦଳ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଇତିମଧ୍ୟରେ ଏ ସମ୍ପର୍କରେ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି, ଏହା ନିର୍ବାଚନ ଆଚରଣ ବିଧିକୁ ଉଲ୍ଲଘଂନ କରୁଛି। ନିର୍ବାଚନ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେବା ଆବଶ୍ୟକ। କୋରାପୁଟ ଭାଜପା ବିଧାୟକ ପ୍ରାର୍ଥୀ ରଘୁରାମ ମାଛଙ୍କୁ ପଚାରିବାରୁ ସେ ଏହା ନିର୍ବାଚନ ଆଚରଣ ବିଧିର ଖୋଲା ଖୋଲି ଉଲ୍ଲଂଘନ କରୁଛି ବୋଲି କହିଥିଲେ। ସୁନାବେଡା ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ନାରାୟଣ ନାୟକଙ୍କୁ ଏ ସମ୍ପର୍କରେ ପଚାରିବାରୁ ସେ କହିଲେ, ଏପରି ହୋଡିଂ ଲାଗିଥିବା ବିଷୟରେ ସେ ଅବଗତ ଅଛନ୍ତି। ଏନେଇ କୋରାପୁଟ ଉପଜିଲାପାଳ ଓ ସେମିଳିଗୁଡା ତହସିଲଦାରଙ୍କୁ ଅବଗତ କରାଇଛନ୍ତି। ତା’ଛଡା ନିୟମ ଅନୁଯାୟୀ ବେସରକାରୀ ସ୍ଥାନରେ ଉପଯୁକ୍ତ ଅନୁମତି ନେଇ ହୋର୍ଡିଂ ଲଗାଯାଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ...

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri