୩ ତାରିଖରେ ଏହି ୪ ଜିଲାରେ ସରକାରୀ ଛୁଟି ଘୋଷଣା

ଭୁବନେଶ୍ୱର,୧ା୧୧: ଆସନ୍ତା ୩ ତାରିଖରେ ଦକ୍ଷିଣ ଓଡ଼ିଶାର ୪ ଜିଲାରେ ସରକାରୀ ଛୁଟି ଘୋଷଣା କରାଯାଇଛି। ଗଞ୍ଜାମ, ଗଜପତି, ନବରଙ୍ଗପୁର, ମାଲକାନଗିରିରେ ସରକାରୀ ଛୁଟି କରିଛନ୍ତି ଆର୍‌ଡିସି। କନ୍ଧମାଳ ଜିଲାର ବାଲିଗୁଡ଼ା ଉପଖଣ୍ଡରେ ବି ସରକାରୀ ଛୁଟି ଘୋଷଣା କରାଯାଇଛି। କାର୍ତ୍ତିକ ମାସ ଶେଷ ସୋମବାର ପାଇଁ ସ୍ଥାନୀୟ ଛୁଟି ଘୋଷଣା କରିଛନ୍ତି ଆର୍‌ଡିସି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି

ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ…

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି।…

ରାଜ୍ୟ ସଭା ଫଳାଫଳ ପରେ ନବୀନଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୭।୩ (ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ଏବଂ ଶାସକ ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ…

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ…

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ…

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri