ଭୁବନେଶ୍ୱର,୧ା୧୧: ଆସନ୍ତା ୩ ତାରିଖରେ ଦକ୍ଷିଣ ଓଡ଼ିଶାର ୪ ଜିଲାରେ ସରକାରୀ ଛୁଟି ଘୋଷଣା କରାଯାଇଛି। ଗଞ୍ଜାମ, ଗଜପତି, ନବରଙ୍ଗପୁର, ମାଲକାନଗିରିରେ ସରକାରୀ ଛୁଟି କରିଛନ୍ତି ଆର୍ଡିସି। କନ୍ଧମାଳ ଜିଲାର ବାଲିଗୁଡ଼ା ଉପଖଣ୍ଡରେ ବି ସରକାରୀ ଛୁଟି ଘୋଷଣା କରାଯାଇଛି। କାର୍ତ୍ତିକ ମାସ ଶେଷ ସୋମବାର ପାଇଁ ସ୍ଥାନୀୟ ଛୁଟି ଘୋଷଣା କରିଛନ୍ତି ଆର୍ଡିସି।