ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଲେ ସରକାର, ପିଛିଲା ଭାବେ ଏପ୍ରିଲ ପହିଲାରୁ ଲାଗୁ ହେବ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଶ୍ରମିକମାନଙ୍କ ଦୈନିକ ଦରମା ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଏପ୍ରିଲ ମାସ ପହିଲାରୁ ଲାଗୁ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁରୀ ଦେଇଛନ୍ତି ।

ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଅର୍ଜନ କରିଥିବା ମୁଖ୍ୟମନ୍ତ୍ରୀ ମାଝୀ ଶ୍ରମିକ ମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ମଜୁରୀ ବୃଦ୍ଧି କରିଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ଅଣକୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୪୫୨ ଟଙ୍କାରୁ ୪୬୨ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୫୦୨ ଟଙ୍କାରୁ ୫୧୨ ଟଙ୍କା, କୁଶଳୀ ଶ୍ରମିକ ମାନଙ୍କ ଦୈନିକ ମଜୁରୀ ୫୫୨ ଟଙ୍କାରୁ ୫୬୨ ଟଙ୍କା ଏବଂ ଉଚ୍ଚ-କୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୬୦୨ ଟଙ୍କାରୁ ୬୧୨ ଟଙ୍କାକୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ତରଭୁଜ ଖାଇ ନାବାଳକଙ୍କ ଜୀବନ ଗଲା, ପରିବାରର ଆଉ ୩ ଅସୁସ୍ଥ

ପଟ୍ଟାମୁଣ୍ଡାଇ,୧୬ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର କୁପୁଣି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତରଭୁଜ ଖାଇ ଗୋଟିଏ ପରିବାରର ଜଣେ ନାବାଳକଙ୍କର…

ରାସ୍ତା ଉପରେ ସାମଗ୍ରୀ ରଖି କରୁଥିଲେ ବ୍ୟବସାୟ: ହଠାତ୍ ଚଢ଼ାଉ କଲା ପୋଲିସ

ନନ୍ଦପୁର, ୧୬।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ ସଦର ମହକୁମାର ମୁଖ୍ୟ ରାସ୍ତା ଓ ରାଜଦାଣ୍ଡ ଉପରେ ବିଭିନ୍ନ ଦୋକାନୀମାନେ ସାମଗ୍ରୀ ରଖି ରାସ୍ତାକୁ ଅବୈଧ…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୬ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସାବିତ୍ରୀ ପାଇଁ ମନ୍ଦିରରେ ଅସମ୍ଭାଳ ଭିଡ଼, ସ୍ବାମୀଙ୍କ ଦୀର୍ଘାୟୁ କାମନା କରି…

ଗଞ୍ଜାମ,୧୬ା୫(ଅନାଥ ତରାଇ): ଗଞ୍ଜାମ ସହରସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଖଣ୍ଡେଶ୍ୱର ମନ୍ଦିରରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି। ଶନିବାର ସକାଳୁ ସକାଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri