ଗୃହରକ୍ଷୀଙ୍କ ଭତ୍ତା ବୃଦ୍ଧି କଲେ ସରକାର

ଭୁବନେଶ୍ୱର,୧୩ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ…

ଲ୍ୟାଣ୍ଡିଂ ବେଳେ ଫେଲ୍‌ ହେଲା ବ୍ରେକ୍‌ : ସିଧା ଯାଇ ଖୁଣ୍ଟରେ ପିଟିହେଲା ଇଣ୍ଡିଗୋ ବିମାନ, ତା’ପରେ…

ଶ୍ରୀନଗର,୪।୯: ମୁମ୍ବାଇରୁ ଶ୍ରୀନଗର ପହଞ୍ଚିଥିବା ଇଣ୍ଡିଗୋର ବିମାନ 6E 225 ଲ୍ୟାଣ୍ଡିଂ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଲ୍ୟାଣ୍ଡିଂ ପରେ ବିମାନଟି ପାର୍କିଂ ବେ’ ଆଡ଼କୁ ଯାଉଥିବା ସମୟରେ…

ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ…

ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍

ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri