Categories: Home Middle

ଗୃହରକ୍ଷୀଙ୍କ ଭତ୍ତା ବୃଦ୍ଧି କଲେ ସରକାର

ଭୁବନେଶ୍ୱର,୧୩ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁହେବ।

Share