ଭୋଟ ଦିନ ବନ୍ଦ ରହିବ ସରକାରୀ ଅନୁଷ୍ଠାନ, ବ୍ୟାଙ୍କ୍‌

ଭଦ୍ରକ ଅଫିସ, ୨୦।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ରାଜନୀତି ସରଗରମ ରହିଛି। ତେବେ ଭୋଟ ଦିନ ଧାମନଗର ନିର୍ବାଚନ ମଣ୍ଡଳୀରେ ଥିବା ସମସ୍ତ ସରକାରୀ ଅନୁଷ୍ଠାନ ଏବଂ ବ୍ୟାଙ୍କ୍‌ ବନ୍ଦ ରହିବ। ଏନେଇ ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ଛୁଟି ଘୋଷଣା ହୋଇଛି।
ଧାମନଗର ଉପର୍ନିବାଚନ ପାଇଁ ଚୂଡାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ହେବା ପରେ ପ୍ରଚାର ଜୋରଦାର ଚାଲିଛି। ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସଙ୍କ ସମେତ ମୋଟ ୫ଜଣ ପ୍ରାର୍ଥୀ ମଇଦାନରେ ଥିବାବେଳେ ନିର୍ବାଚନମଣ୍ଡଳୀର ୨.୩୮ଲକ୍ଷ ଭୋଟର ଆସନ୍ତା ନଭେମ୍ବର ୩ ତାରିଖରେ ନିଜର ମତାଧିକାର ସାବ୍ୟସ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଓଲଟିଲା ବିଲାତି ବୋଝେଇ ଟ୍ରକ୍‌ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର

ରୂପ୍‌ସା/ବସ୍ତା, ୨୯।୬(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ୍‌ଠାରେ ଏକ ବିଲାତି ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡ଼ିଛି। ଏହି...

ରଥଖଳା ଚଳଚଞ୍ଚଳ,ଲାଗିପଡ଼ିଛନ୍ତି କମାର ସେବକ

ପୁରୀ ଅଫିସ,୨୧।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଶୁକ୍ରବାର...

ଅମ୍ଫନ ପ୍ରଭାବ: ଚାନ୍ଦବାଲି ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ

ଚାନ୍ଦବାଲି,୨୧ା୫(ଡି.ଏନ.ଏ.)-ବାତ୍ୟା ଅମ୍ଫନ ପ୍ରଭାବରେ ଚାନ୍ଦବାଲିର ସମସ୍ତ ଅଞ୍ଚଳରେ ମଙ୍ଗଳବାର ସାରୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛ। କେତେକ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ଉପୁଡି ପଡ଼ିବା ସହ...

କେନ୍ଦୁଝରରେ ଚିହ୍ନଟ ହେଲେ ଆଉ ୫ କରୋନା ଆକ୍ରାନ୍ତ, ସବୁ ହାଟଡିହୀ ବ୍ଲକ ଅଞ୍ଚଳର

କେନ୍ଦୁଝର/ହାଟଡିହୀ,୧୨।୬(ସ୍ବ.ପ୍ର./ଡି.ଏନ.ଏ. ): କେନ୍ଦୁଝର ଜିଲାରେ ଶୁକ୍ରବାର ଆଉ ପାଞ୍ଚଟି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଏହାକୁ ମିଶାଇ ଦୁଇ ଦିନରେ ୧୩ ରୋଗୀ ଚିହ୍ନଟ ହୋଇଛନ୍ତି।...

ଜମାକାରୀଙ୍କ ଟଙ୍କା ଠକେଇ ଘଟଣା: ଜେଲ ଗଲେ ସାଇଲ୍ୟାଣ୍ଡ ଚିଟ୍‌ଫଣ୍ଡ ଏମ୍‌ଡି

ବ୍ରହ୍ମପୁର ଅଫିସ,୧୪ା୨- ସାଇଲ୍ୟାଣ୍ଡ କେଶୁରିଆ ଗ୍ରୁପ ଚିଟଫଣ୍ଡ ସଂସ୍ଥା ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଗୋପାଳ ଚନ୍ଦ୍ର ରାଉତ(୪୪)ଙ୍କୁ ଟଙ୍କା ଠକେଇ ଅଭିଯୋଗରେ ଗୋଷାଣୀନୂଆଗଁା ପୋଲିସ ୨...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଲେ ଦୁଇଭାଇ

ବରଗଡ଼ ଅଫିସ୍‌,୧୧।୧: ଏକାଧିକ ସଡ଼କ ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର କରିବା ସହ ସେମାନଙ୍କ ଜୀବନ ରକ୍ଷା କରିଥିବା ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଯୋଖିପାଲି...

ଜି.ଉଦୟଗିରି ସହରର ମୁଖ୍ୟ ରାସ୍ତା ପାଲଟିଛି ମରଣଯନ୍ତା

ଜି.ଉଦୟଗିରି,୨୫।୪(ଡି.ଏନ.ଏ.): ପାନୀୟ ଜଳ ଯୋଗାଣ ବିଭାଗର ଖାମଖିଆଲ ନୀତି ଯୋଗୁ ଜି.ଉଦୟଗିରି ସହରର ମୁଖ୍ୟ ରାସ୍ତା ମରଣଯନ୍ତା ପାଲଟିଛି। ପାନୀୟ ଜଳ ଯୋଗାଣ ପାଇଁ ସହରରେ ବିଛା...

ପୁରୀରେ ନୂଆ ୧୧ କରୋନା ଆକ୍ରାନ୍ତ ଚିହ୍ନଟ

ପୁରୀ ଅଫିସ,୨୦।୫: ପୁରୀରେ ପୁଣି ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବୁଧବାର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪ରେ ପହଞ୍ଚିଛି।...

Advertisement
Archives

Model This Week